Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ
ଆଜିର ଖବର

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Kendrapada: Freedom Fighter Bimbadhar Muduli Passes Away
Kendrapada: Freedom Fighter Bimbadhar Muduli Passes Away

ଭୁବନେଶ୍ଵର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ କଟକ ଏସ୍ସିବି ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୪ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ୧୯୨୩ ମସିହାରେ କେନ୍ଦ୍ରାପଡ଼ା ଜିଲ୍ଲାର ନିଳକଣା ଗ୍ରାମରେ ଜନ୍ମିତ ବିମ୍ବାଧର ମୁଦୁଲୀ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ ଏବଂ କାରାବରଣ ମଧ୍ୟ କରିଥିଲେ। ସେ କେନ୍ଦ୍ରାପଡ଼ାର ଶେଷ ଜୀବିତ ସ୍ୱାଧୀନତା ସଂଗ୍ରାମୀ ଥିଲେ।

Bimbadhar Muduli freedom fighter kendrapada passes away ପରଲୋକ ବିମ୍ବାଧର ମୁଦୁଲୀ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026
Latest News

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.