Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ
ଆଜିର ଖବର

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ
ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଜୟଦେବ ଭବନଠାରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦକ୍ଷ କର ପ୍ରଶାସନ, ସ୍ୱେଚ୍ଛାକୃତ କର ଅନୁପାଳନକୁ ପ୍ରୋତ୍ସାହନ ଏବଂ କରଦାତା କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ଆୟକର ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରାଯାଇଛି।

କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡର ପୂର୍ବତନ ଅଧ୍ୟକ୍ଷ ଜେ. ବି. ମହାପାତ୍ର ମୁଖ୍ୟ ଅତିଥି ଏବଂ ପଦ୍ମଶ୍ରୀ ଶରତ କୁମାର ପାତ୍ର ଓ ପଦ୍ମଶ୍ରୀ ଦୁର୍ଗାଚରଣ ରଣବୀର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତ ଡକ୍ଟର ଡି. ସୁଧାକର ରାଓ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀଙ୍କୁ ଯୋଗ୍ୟତା ଏବଂ ଉତ୍କର୍ଷ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

Income Tax Day 2026 Income Tax Department ଆୟକର ଦିବସ ଓଡ଼ିଶା ଆୟକର ବିଭାଗ ଜୟଦେବ ଭବନ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

“ଧନ୍ୟବାଦ ବନ୍ଧୁଗଣ”: ଯୁବପିଢ଼ିଙ୍କ ଭଲପାଇବ ଏବଂ ସମର୍ଥନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

July 25, 2026

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026
Latest News

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026

“ଧନ୍ୟବାଦ ବନ୍ଧୁଗଣ”: ଯୁବପିଢ଼ିଙ୍କ ଭଲପାଇବ ଏବଂ ସମର୍ଥନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

July 25, 2026

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.