Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା
ଆଜିର ଖବର

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
State BJP Holds Workshop on “Samaras Sankalp Abhiyan”
State BJP Holds Workshop on “Samaras Sankalp Abhiyan”

ଭୁବନେଶ୍ଵର: ସନ୍ଥ ଶ୍ରୀ ରବି ଦାସଙ୍କ ୬୫୦ତମ ଜୟନ୍ତୀ ବର୍ଷ ଉପଲକ୍ଷେ ବିଜେପି ପକ୍ଷରୁ ଦେଶବ୍ୟାପୀ ସମରସ ସଙ୍କଳ୍ପ ଅଭିଯାନ ଆୟୋଜନ କରାଯିବ। ଆସନ୍ତା ୨୯ ତାରିଖ, ଗୁରୁ ପୂର୍ଣ୍ଣିମା ଠାରୁ ୨୦ ଫେବୃଆରୀ ୨୦୨୭, ଶ୍ରୀ ଗୁରୁ ରବିଦାସ ଜୟନ୍ତୀ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏନେଇ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟ ସଭା ସାଂସଦ ମନମୋହନ ସାମଲ, କେନ୍ଦ୍ରୀୟ କମିଟିର ସଂଯୋଜକ ସୁନୀତା ଦୁଗଲ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୁରଜ୍, ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।

BJP Samaras Sankalp Abhiyan ପ୍ରଦେଶସ୍ତରୀୟ କର୍ମଶାଳା ବିଜେପି ସନ୍ଥ ଶ୍ରୀ ରବି ଦାସ ସମରସ ସଂକଳ୍ପ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026
Latest News

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.