Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ
ଆଜିର ଖବର

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଚ୍ଚଶିକ୍ଷା ବିଭାଗ
Odisha Releases Third Merit List for UG Admissions

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ (ପିଜି) ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ।

୨୭ ଜୁଲାଇ ଅପରାହ୍ନ ୩.୦୦ ଘଟିକା ଠାରୁ ୨ ଅଗଷ୍ଟ ରାତି ୧୧.୪୫ ଘଟିକା ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟଲକୁ ଯାଇ ନିଜ ପସନ୍ଦର ଉଚ୍ଚଶିକ୍ଷାନୁଷ୍ଠାନରେ ଆଡ଼ମିଶନ ପାଇଁ ଚଏସ୍ ଲକିଙ୍ଗ କରିପାରିବେ। ଅଗଷ୍ଟ ୭ ତାରିଖ ଅପରାହ୍ନ ୪.୦୦ ଘଟିକାରେ ପ୍ରଥମ ମେଧା ତାଲିକା ପ୍ରକାଶିତ ହେବ। ପ୍ରଥମ ମେଧା ତାଲିକାରେ ଚୟନିତ ହୋଇଥିବା ଛାତ୍ରଛାତ୍ରୀମାନେ ୭ ଅଗଷ୍ଟ ସନ୍ଧ୍ୟା ୬.୦୦ ଘଟିକା ଠାରୁ ୧୧ ଅଗଷ୍ଟ ଅପରାହ୍ନ ୪.୦୦ ଘଟିକା ପର୍ଯ୍ୟନ୍ତ ସାମ୍ସ ପୋର୍ଟଲକୁ ଯାଇ ଫ୍ରିଜ୍/ସ୍ଲାଇଡ଼/ଫ୍ଲୋଟ୍ ବିକଳ୍ପ ବାଛିପାରିବେ।

ଅଗଷ୍ଟ ୧୭ ତାରିଖ ଅପରାହ୍ନ ୪.୦୦ ଘଟିକାରେ ଦ୍ଵିତୀୟ ମେଧା ତାଲିକା ପ୍ରକାଶିତ ହେବ। ଏଥିସହ ଅଗଷ୍ଟ ୨୧ ତାରିଖରୁ ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କରେ ସ୍ନାତକୋତ୍ତର ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୧୩୫ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୩୨,୫୩୧ଟି ସ୍ନାତକୋତ୍ତର ସିଟ୍ ରହିଛି।

Higher Education Department PG Admissions ଉଚ୍ଚଶିକ୍ଷା ବିଭାଗ ପିଜି ନାମଲେଖା ବିଜ୍ଞପ୍ତି ପ୍ରକାଶିତ ଶିକ୍ଷାବର୍ଷ 2026-27 ସ୍ନାତକୋତ୍ତର ପାଠ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.