Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ
ଆଜିର ଖବର

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha CM Hails ONGC's Deepwater Drilling in Odisha
Odisha CM Hails ONGC's Deepwater Drilling in Odisha

ଭୁବନେଶ୍ୱର: ମହାନଦୀ ସମୁଦ୍ର ବେସିନ୍ ରେ ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ ହୋଇଛି। ଏହାକୁ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ଗଣମାଧ୍ୟମରେ ସେ କହିଛନ୍ତି, ଭାରତର ଶକ୍ତି ସୁରକ୍ଷା ଓ ଆତ୍ମନିର୍ଭରଶୀଳତା ଅଭିଯାନରେ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ କେନ୍ଦ୍ର ଭାବେ ଉଭା ହେଉଛି।

ONGCର ଏହି ପଦକ୍ଷେପ ଘରୋଇ ଶକ୍ତି ଉତ୍ପାଦନ ବଢ଼ାଇବା ସହ ଆମଦାନୀ ନିର୍ଭରତା ହ୍ରାସ କରିବ। ଏହା ଓଡ଼ିଶାକୁ ଦେଶର ପରବର୍ତ୍ତୀ ପ୍ରମୁଖ ଶକ୍ତି କେନ୍ଦ୍ର ଭାବେ ଗଢ଼ି ତୋଳିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଅଭିଯାନକୁ ଆଗେଇ ନେଉଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏବଂ ONGC ଟିମ୍କୁ ଅଭିନନ୍ଦନ ଜଣାଇଛନ୍ତି।

Deepwater Drilling Odisha ONGC ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026
Latest News

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

‘କଂଗ୍ରେସ ଦେଶ ବିରୋଧୀ ନିଷ୍ପତ୍ତି ନେଇଛି’: ‘ବନ୍ଦେ ମାତରମ୍’ ଉପରେ ଅମିତ ଶାହଙ୍କ ବଡ଼ ଆକ୍ରମଣ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.