Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ
ଆଜିର ଖବର

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ

July 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନ୍ୟାୟିକ ପ୍ରକ୍ରିୟା
ଆଠଟି ରାଜ୍ୟର ହାଇକୋର୍ଟରେ ନୂତନ ମୁଖ୍ୟ ବିଚାରପତିଙ୍କୁ ନିଯୁକ୍ତ: ଜାଣନ୍ତୁ କେଉଁଠି?

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ପୋଲିସ ଜିଲ୍ଲା ଅଧିନ ଜରଡା ଥାନା ଅନ୍ତର୍ଗତ ଚୁଢିଆଲାଂଜି ଗ୍ରାମରେ ଗତ ୨୦୨୪ ମସିହାରେ ଘଟିଥିବା ମା ଓ ପୁଅ ହତ୍ୟା ଘଟଣାର ଶୁଣାଣି କରି ମାନ୍ୟବର ଓପିଆଇଡି ଅଦାଲତ ବିଚାରପତି ୩୯ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଅଭିଯୁକ୍ତ ଡି ଗୁନାମା ରେଡି ଓ ଭଣଜା ଜି ଦେବେନ୍ଦ୍ର ରେଡି କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ସହ ୭ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୫ ମାସ ଦଣ୍ଡାଦେଶ ଶୁଣାଇଛନ୍ତି।

ସୁଚନା ଅନୁଯାୟୀ, ଡି ମୋହନ ରେଡି ଦୁବାଇରେ କାମ କରୁଥିବା ବେଳେ ନିଜ ପତ୍ନୀ ନିଳବେଣୀ ଓ ୭ ବର୍ଷର ପୁଅ ଗାଁରେ ରହୁଥିଲେ। ଏହିଭଳି ପରିସ୍ଥିତିରେ ମୋହନର ଭାଉଜ ଗୁନାମା ଓ ଭଣଜା ଦେବେନ୍ଦ୍ର ମଧ୍ୟରେ ଅନୈତିକ ସମ୍ପର୍କ ରହିଥିବା ଦେଖି ନିଳବେଣି ପରିବାରର ସମ୍ମାନକୁ ନେଇ ଆପତ୍ତି କରିଥିଲେ। ଏହାକୁ ନେଇ ଅଭିଯୁକ୍ତ ଓ ନିଳବେଣିଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ଓ ରାଗରେ ଜର୍ଜରିତ ହୋଇ ଦେବେନ୍ଦ୍ର ମାଇଁ ନିଳବେଣି ଓ ତାଙ୍କ ପୁଅକୁ ବଡ ମାଇଁଙ୍କ ସହ ମିଶି ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲା।

ଖବର ପାଇ ମୋହନ ଦୁବାଇରୁ ଆସି ଉଭୟ ମାଇଁ ଓ ଭଣଜା ଦେବେନ୍ଦ୍ର ବିରୋଧରେ ଜରଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ ୯୭୧/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇ ଉଭୟ ମାଇଁ ଓ ଭଣଜାକୁ ଗିରଫ କରିଥିଲେ।

ଆଜୀବନ କାରାଦଣ୍ଡ ଜରଡ଼ା ଥାନା ବ୍ରହ୍ମପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.