Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା
ଆଜିର ଖବର

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା
ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

ଭୁବନେଶ୍ଵର/ ରଣପୁର: ରଣପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ରୀ ସମୀକ୍ଷା ଦ୍ୱିବେଦୀ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ସାରା ଓଡ଼ିଶାରେ ତୃତୀୟ ସ୍ଥାନ ଅଧିକାର କରି ରଣପୁର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।

ସମୀକ୍ଷା, ପିତା ସତ୍ୟପ୍ରକାଶ ଦ୍ୱିବେଦୀ ଓ ମାତା ଶିକ୍ଷୟିତ୍ରୀ ଅମୃତା ଦାଶଙ୍କ ଏକମାତ୍ର କନ୍ୟା। ସେ ପ୍ରଥମେ ବିଦ୍ୟାଳୟ, କ୍ଲଷ୍ଟର, ବ୍ଲକ ଏବଂ ଜିଲ୍ଲାସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉନ୍ନୀତ ହୋଇଥିଲେ।

ଗତ ୧୨ ଜୁଲାଇରେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଙ୍ଗୀତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସେ ଦେଶଭକ୍ତ ଉଧମ ସିଂହଙ୍କ ଉପରେ ଆଧାରିତ କବିତା ଆବୃତ୍ତି କରି ବିଚାରକମାନଙ୍କ ପ୍ରଶଂସା ସାଉଁଟିବା ସହ ତୃତୀୟ ସ୍ଥାନ ଅଧିକାର କରିଥିଲେ।

ପରବର୍ତ୍ତୀ ସମୟରେ ୨୫ ଜୁଲାଇରେ ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଉତ୍ସବରେ ତାଙ୍କୁ ମାନପତ୍ର, ଟ୍ରଫି ଓ ନଗଦ ୫,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଥିଲା।

ସମୀକ୍ଷାଙ୍କ ଏହି ଉଲ୍ଲେଖନୀୟ ସଫଳତା ପାଇଁ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ରଣପୁର ଅଞ୍ଚଳର ବୁଦ୍ଧିଜୀବୀମାନେ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଓଡିଶା ଆଦର୍ଶ ବିଦ୍ୟାଳୟ ଓଡ଼ିଶା ସାହିତ୍ୟ ଏକାଡେମୀ ରଣପୁର ସମୀକ୍ଷା ଦ୍ୱିବେଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.