Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ଆରମ୍ଭ ହେଲା ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’
ଆଜିର ଖବର

ଭୁବନେଶ୍ୱରରେ ଆରମ୍ଭ ହେଲା ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’

July 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Two-Day Purvodaya Mind Conclave 2026 Begins in Bhubaneswar
Two-Day Purvodaya Mind Conclave 2026 Begins in Bhubaneswar

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ CSIR-IMMT ଅଡିଟୋରିୟମରେ ଆରମ୍ଭ ହୋଇଛି ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’। ପୂର୍ବୋଦୟ ଓଡ଼ିଶା, CSIR-IMMT ଏବଂ ଷ୍ଟାର୍ଟଅପ୍ ଓଡ଼ିଶାର ମିଳିତ ସହଯୋଗରେ “ମାଇନ୍ସ ଟୁ ମାନୁଫ୍ୟାକଚରିଂ” ଆଭିମୁଖ୍ୟକୁ ନେଇ ଏହି ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ୨୦୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍, ବିଜ୍ଞାନୀ ଓ ଶିଳ୍ପପତି ଭାଗ ନେଇଥିବା ବେଳେ ୩୦ରୁ ଅଧିକ ଷ୍ଟାର୍ଟଅପ୍ ନିଜର ନୂତନ ଜ୍ଞାନକୌଶଳ ପ୍ରଦର୍ଶିତ କରୁଛନ୍ତି।

ଉଦ୍ଘାଟନୀ ସମାରୋହରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଭୂତି ଭୂଷଣ ଜେନା ଏବଂ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ ଓଡ଼ିଶାର ଖଣିଜ ସମ୍ପଦରୁ ଶିଳ୍ପାୟନ ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଜି ଉଦ୍ଯାପନୀ ଦିବସରେ ସାଂସଦ ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ଏବଂ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

bhubaneswar CSIR-IMMT ଅଡିଟୋରିୟମ Purvodaya Mind Conclave 2026 ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

October 7, 2026
Latest News

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026

ଭାରତୀୟ ବାୟୁସେନାର ନୂଆ ମୁଖ୍ୟ ହେଲେ ଆଶୁତୋଷ ଦୀକ୍ଷିତ

October 7, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.