Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର
ଆଜିର ଖବର

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ: ଯୁଯୁମୁରା ଉପ ବଜାର ପ୍ରାଙ୍ଗଣରେ ଶନିବାର ସମ୍ବଲପୁରୀ ଦିନ୍ ଅବସରରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।  ଯୁଯୁମୁରା ଅଞ୍ଚଳବାସୀଙ୍କ ପକ୍ଷରୁ ଆୟୋଜିତ ଶିବିରରେ ଆଖପାଖ ତଥା ଦୂରଦୂରାନ୍ତ ଅଞ୍ଚଳର ବହୁ ଲୋକ ଆସି ରକ୍ତଦାନ କରିଥିଲେ। ସମାଜସେବୀ ଦୀପକ ବିଶ୍ୱାଳଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରରେ ୧୦୨ ଜଣ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଯୁଯୁମୁରା ବିଡ଼ିଓ ରାଜେଶ ଏକ୍କା, ଯୁଯୁମୁରା ଥାନା ଅଧିକାରୀ ଅନିମା ଏକ୍କା, ଅତିରିକ୍ତ ତହସିଲଦାର ମମତା ନନ୍ଦ, କେନ୍ଦୁଲିଭ୍ ରେଞ୍ଜର ସଞ୍ଜୟ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।
ବୁର୍ଲା ରକ୍ତ କେନ୍ଦ୍ରର ଅଧିକାରୀ ଓ କର୍ମଚାରୀ ରକ୍ତ ସଂଗ୍ରହ କରିଥିଲେ । ଶିକ୍ଷାବିତ ରାଜେନ୍ଦ୍ର ପଣ୍ଡା,  ଲିପିଣ୍ଡା ସରପଞ୍ଚ ପ୍ରଫୁଲ୍ଲ ମିର୍ଦ୍ଧା, ଯୁଯୁମୁରା ସମିତି ସଭ୍ୟ ଜୟନ୍ତ ପ୍ରଧାନ,  କୃଷ୍ଣ ପ୍ରଧାନ, ଅରବିନ୍ଦ ପ୍ରଧାନ, ଜ୍ଞାନେନ୍ଦ୍ର ପ୍ରଧାନ, ସୂର୍ଯ୍ୟକାନ୍ତ ପାଣିଗ୍ରାହୀ, ସଞ୍ଜୟ ବିଶ୍ଵାଳ ଟଙ୍କଧର ପ୍ରଧାନ, ସୁଧାଂଶୁ ବାଗ, ବରୁଣ ଦେହୁରୀ, ସରୋଜ ମିର୍ଧା ଗୋଲକ ପ୍ରଧାନ, ବେଦ ପ୍ରକାଶ ବିଶ୍ୱାଳ, ଅରୁଣ ଦେହୁରୀ ଦୀପକ ପ୍ରଧାନ, ପ୍ରେମାନନ୍ଦ ସାହୁ ବିବେକା ବେହେରା କିରଣ ପ୍ରଧାନ, ନନ୍ଦୁ ପ୍ରଧାନ, ରମେଶ ବିଶ୍ଵାଳ, ମାନସ ଅମାନ୍ତ, ଲିପନ ପ୍ରଧାନ,ବଣ୍ଟି ପ୍ରଧାନ ଅଜିତ ବୁଡ଼େକ ମିକୁ ବିଶ୍ଵାଳ ଅଭିଷେକ ପ୍ରଧାନ, ଅଜିତ ବିଶ୍ଵାଳ ପ୍ରମୁଖ ସହଯୋଗ କରିଥିଲେ ।

ମେଗା ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026
Latest News

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.