Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି
ଆଜିର ଖବର

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋରେ ନୁତନ ନାମ ଲେଖା
ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୬ ଶିକ୍ଷା ସତ୍ର ପାଇଁ ନୁତନ ନାମଲେଖା ଏବଂ ପୁନଃ ପଞ୍ଜିକରଣ ପ୍ରକ୍ରିୟା ର ଆରମ୍ଭ ଘୋଷଣା କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ।

ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା  ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଏବଂ ପୁନଃ ପଞ୍ଜିକରଣ ପ୍ରକ୍ରିୟା ଚଳିତ ଅଗଷ୍ଟ ମାସ ୧୬ ତାରିଖ ପର୍ଯ୍ୟନ୍ତ ଚାଲୁରହିବ।

ଅଣ୍ଡର ଗ୍ରାଜୁଏଟ (ସ୍ନାତ୍ତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି।

ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ,  ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଇଛୁକ ଛାତ୍ରଛାତ୍ରୀ ନୁତନ ପଂଜିକରଣ ପ୍ରକ୍ରିୟା ପାଇଁ ଲିଙ୍କ https://ignouadmission.samarth.edu.in ଓ ପୁନଃ ପଂଜିକରଣ ପ୍ରକ୍ରିୟା ପାଇଁ  ଲିଙ୍କ https://onlinerr.ignou.ac.in ଅନୁସରଣ କରିପାରିବେ କିମ୍ବା ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଇ-ମେଲ [email protected] ମାଧ୍ୟମରେ ଯୋଗାଯୋଗ କରିପାରିବେ।

ସମସ୍ତ ପ୍ରକାର ଯୋଗାଯୋଗ ପାଇଁ ୦୬୭୪-୨୯୭୧୦୭୧  କିମ୍ବା ୦୬୭୪-୨୩୦୧୩୪୮ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ୍ କୁମାର ଦାଶ୍ ସୂଚନା ଦେଇଛନ୍ତି।

IGNOU ଇଗ୍ନୋ ଇଗ୍ନୋରେ ନୁତନ ନାମ ଲେଖା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026
Latest News

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.