Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ
ଆଜିର ଖବର

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ
ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ
ଭୁବନେଶ୍ବର: ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏଥିରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗ ଦେଇଥିଲେ।
ଉକ୍ତ ବୈଠକରେ ଚିଲିକାର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ, ସମୃଦ୍ଧ ଐତିହ୍ୟ ଓ ଅପାର ପର୍ଯ୍ୟଟନ ସମ୍ଭାବନାକୁ ବିଶ୍ୱସ୍ତରରେ ପରିଚିତ କରିବା, ସୁଦୃଢ ସଡ଼କ ସଂଯୋଗର ଉନ୍ନତି, ପର୍ଯ୍ୟଟକଙ୍କ ସୁବିଧା, ୱାଟର ସ୍ପୋର୍ଟ୍ସ, ବୋଟିଂ, ଚିଲିକା ଜେଟିର ଉନ୍ନତି ସହିତ ଅନ୍ୟାନ୍ୟ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ଏହି ବୈଠକରେ ଦେବୋତ୍ତର ଆୟୁକ୍ତ ଶ୍ରୀ ସତ୍ୟନାରାୟଣ ଷଡ଼ଙ୍ଗୀ,ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (OBCC)ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅନୁପମ ଶାହା,ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର, ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା,ଇଆଇସି (ସିଭିଲ୍ ) ଇଂ ସତ୍ୟବ୍ରତ ବେହେରା ଓ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।
chilika ଚିଲିକା ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.