Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ
ଆଜିର ଖବର

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ
ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ସକାଳେ ଲୋକ ଭବନରେ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରୁଥିବା ସ୍ୱତନ୍ତ୍ର ଉପହାର ପ୍ରଦାନ କରିଛନ୍ତି।

ମହାମହିମ ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଅଭିମୁଖେ ଗସ୍ତ ପୂର୍ବରୁ ଏହି ଉପହାର ପ୍ରଦାନ କରାଯାଇଥିଲା।

ଏହି ଅବସରର ରାଜ୍ୟର ପ୍ରଥମ ମହିଳା ଡ଼. ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।

ଉକ୍ତ ଉପହାରରେ ଜାତୀୟ ହସ୍ତତନ୍ତ ପୁରସ୍କାର ପ୍ରାପ୍ତ ତଥା ଜିଆଇ ଟ୍ୟାଗ ସ୍ୱୀକୃତିପ୍ରାପ୍ତ ସମ୍ବଲପୁରୀ ବାନ୍ଧ ଶାଢ଼ୀ, ପିପିଲିର ପାରମ୍ପରିକ ଚାନ୍ଦୁଆ ଭେଲଭେଟ ଉତ୍ତରୀୟ ଏବଂ କଟକର ସୁକ୍ଷ୍ମ ରୂପା ତାରକସି କଳାରେ ନିର୍ମିତ ଭଗବାନ ଗଣେଶଙ୍କ ଏକ ପ୍ରତିମୂର୍ତ୍ତି ଥିଲା।

ଏହି ଅନନ୍ୟ କଳାକୃତିଗୁଡିକ ଓଡ଼ିଶାର ଅତୁଳନୀୟ କାରିଗରୀ ଦକ୍ଷତା, ସମୃଦ୍ଧ ପରମ୍ପରା ଓ କଳାତ୍ମକ ଉତ୍କର୍ଷତାର ପରିଚୟ ବହନ କରିବା ସହ ରାଜ୍ୟର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପ୍ରତିଫଳିତ କରୁଛି।​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​​

Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026

ଆସନ୍ତାକାଲିଠାରୁ ଶୁଦ୍ଧ ପେଟ୍ରୋଲ?: ସ୍ପଷ୍ଟ କଲେ ସରକାର

August 4, 2026

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
Latest News

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026

ଆସନ୍ତାକାଲିଠାରୁ ଶୁଦ୍ଧ ପେଟ୍ରୋଲ?: ସ୍ପଷ୍ଟ କଲେ ସରକାର

August 4, 2026

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.