Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି
ଆଜିର ଖବର

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି ବିଧାନସଭା ଗଣମାଧ୍ୟମ ସଂଯୋଜକ ଅନିଲ ପୃଷ୍ଟି
ବିଜେପି ବିଧାନସଭା ଗଣମାଧ୍ୟମ ସଂଯୋଜକ ଅନିଲ ପୃଷ୍ଟି

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଅଞ୍ଚଳରେ ପ୍ରଶାସନିକ ବ୍ୟବସ୍ଥା ଉପରେ ବଡ ପ୍ରଶ୍ନ। ଏକପଟେ ବାହାର ରାଜ୍ୟର ଠିକାଦାର ଓ ମିସ୍ତ୍ରୀ ଦ୍ୱାରା ସ୍ଥାନୀୟ ଶ୍ରମିକଙ୍କ ଉପରେ ଘାତକ ଆକ୍ରମଣ, ଆଉ ଅନ୍ୟପଟେ ଅଞ୍ଚଳରେ ବଢୁଥିବା ବାହାର ରାଜ୍ୟର ଅନୁପ୍ରବେଶକାରୀ। ଗତ ଶନିବାର ରାତିରେ ସଂଘବଦ୍ଧ ଭାବରେ ବଙ୍ଗାଳୀ ମିସ୍ତ୍ରୀ ମାନେ ସାମାନ୍ୟ ବଚସାକୁ ନେଇ ଜଣେ ସ୍ଥାନୀୟ ଶ୍ରମିକ ଟୁନା ମାହାରର ତଣ୍ଟିକୁ କାଟି ହତ୍ୟା ଉଦ୍ୟମ କରିଥିଲେ।

ଝାଡ଼ଖଣ୍ଡ ଓ ବାଂଲାଦେଶରୁ ଅନୁପ୍ରବେଶକାରୀ ମାନେ ଆସି ସ୍ଥାନୀୟ ଜଂଗଲ ସଫାକରି ରହି ଏଠାରେ ନିଜ କାୟା ବିସ୍ତାର କରିବାରେ ଲାଗିଛନ୍ତି। କେତେକ ବଙ୍ଗାଳୀ ରହିଙ୍ଗ୍ୟା ଫେରିବାଲା, ରାଜମିସ୍ତ୍ରୀ କାମ କରି ଗାଁ ଗାଁ ବୁଲି ଦିନବେଳା ବେପାର କରୁଥିବା ବେଳେ ରାତି ହେଲେ ଚୋରି କରୁଛନ୍ତି। ରାଜମିସ୍ତ୍ରୀ ପାଖରେ ଶ୍ରମିକ ଭାବରେ କାମ କରୁଥିବା ସ୍ଥାନୀୟ ମହିଳା ଓ ଝିଅଙ୍କୁ ପ୍ରେମ ଜାଲରେ ଫସାଇ ଲଭ୍ ଜିହାଦ କରୁଛନ୍ତି। ଏବଂ ତାଙ୍କ ଠାରୁ ସନ୍ତାନ ଜନ୍ମ ହେଲା ପରେ ଛାଡି ଚାଲିଯାଉଛନ୍ତି। ଏହା ଅତ୍ୟନ୍ତ ଚିନ୍ତାଜନକ ବିଷୟ। ତେଣୁ ତାର ତଦନ୍ତ କରାଯାଉ। ଏବଂ ରାସନ‌କାର୍ଡ, ଭୋଟରକାର୍ଡ ଆଦି ହାତେଇବା ପରେ ବିଭିନ୍ନ ସରକାରୀ ଯୋଜନାର ଫାଇଦା ନେଉଛନ୍ତି। ତେଣୁ ସେମାନଙ୍କୁ ଚିହ୍ନଟ କରି ତଡିପାର କରାଯାଉ।

ରେଢ଼ାଖୋଲ ଉପଖଣ୍ଡ ଓ ସହରରେ ବାହାର ଲୋକଙ୍କୁ ଘର ଭଡା ଦେଉଥିବା ଘରମାଲିକଙ୍କ ଠାରୁ ସଂପୂର୍ଣ୍ଣ ସୂଚନା ଅଣାଯାଉ ବୋଲି ଆଜି ଏକ ପ୍ରେସ୍ ବିବୃତ୍ତିରେ ବିଜେପି ବିଧାନସଭା ଗଣମାଧ୍ୟମ ସଂଯୋଜକ ଅନିଲ ପୃଷ୍ଟି ପ୍ରଶାସନ ପାଖରେ ଦାବି କରିଛନ୍ତି।

ପ୍ରଶାସନିକ ବ୍ୟବସ୍ଥା ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.