Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ଦୁଇ ତାରିଖରୁ ବିଜେଡ଼ିର ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ
ଆଜିର ଖବର

ଆସନ୍ତା ଦୁଇ ତାରିଖରୁ ବିଜେଡ଼ିର ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm naveen
cm naveen

ଆସନ୍ତା ସେପ୍ଟମ୍ବର ୨ ତାରିଖରୁ ବିଜେଡ଼ି ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବ ।  ଏଥିପାଇଁ ଦଳ ପକ୍ଷରୁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ଦଳର ସଭ୍ୟ ସଂଗ୍ରହ ଅଭିଯାନରେ ସମନ୍ୱୟ ରକ୍ଷା ସହ ତଦାରଖ କରିବ। ଦଳର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ତଦାରଖ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟିର ଆବାହକ ଭାବେ ଦଳର ଉପସଭାପତି ତଥା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ସଭ୍ୟ ଭାବେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ କେଶରୀ ଦେବ, ପ୍ରଦୀପ ପାଣିଗ୍ରାହୀ ଓ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟ କରିବେ। ଆସନ୍ତାବର୍ଷ ଜାନୁୟାରୀ ମାସ ଶେଷ ସୁଦ୍ଧା ଦଳ ନିଜର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାମାସଠୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ପାଇଁ ନିଷ୍ପତ୍ତି ନେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Latest News

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026

ୟୁନିଫାଏଡ ଅଟୋମେସନ ବ୍ୟବସ୍ଥା ଅନଲାଇନ ଉପସ୍ଥାନକୁ ଶିକ୍ଷକ ସଂଘର ବିରୋଧ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.