Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା
ଆଜିର ଖବର

ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

August 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ମ. ରାମପୁର: କଳାହାଣ୍ଡି ଜିଲ୍ଲାର ଏମ. ରାମପୁର ଥାନା ଅନ୍ତର୍ଗତ ଡମକର୍ଲାଖୁଣ୍ଟା ପଞ୍ଚାୟତର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ ନିର୍ମମ ଭାବେ ଛୁରି ଭୁସି ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ପ୍ରାଥମିକ ସୂଚନା ଅନୁଯାୟୀ, ଫକୀର ରଣା ସନ୍ଧ୍ୟା ସମୟରେ ନିଜ ଘରକୁ ଫେରୁଥିବାବେଳେ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ କିଛି ଅଜଣା ଦୁର୍ବୃତ୍ତ ତାଙ୍କ ଉପରେ ଅତର୍କିତ ଭାବେ ଛୁରିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସେ ଗୁରୁତର ଆହତ ହୋଇ ରକ୍ତାକ୍ତ ଅବସ୍ଥାରେ ଘଟଣାସ୍ଥଳରେ ପଡ଼ି ରହିଥିଲେ।

ଖବର ପାଇ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଏମ. ରାମପୁର ଡାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ସମ୍ପର୍କରେ ସୂଚନା ପାଇ ଏମ. ରାମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତା, ପୂର୍ବ ବିବାଦ କିମ୍ବା ଅନ୍ୟ କୌଣସି କାରଣ ରହିଛି କି, ସେନେଇ ପୁଲିସ ସମସ୍ତ ଦିଗକୁ ନେଇ ଛାନଭିନ୍‌ ଚଳାଇଛି। ଫରେନସିକ୍ ପ୍ରମାଣ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବାକୁ ପୁଲିସ ଉଦ୍ୟମ ଜାରି ରଖିଛି।

bjpleader murder politicalrival suspence
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.