Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
ଆଜିର ଖବର

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ରଣପୁର: ୮୦ତମ ସ୍ୱାଧୀନତା ଦିବସ ପାଇଁ ରଣପୁର ବ୍ଲକ ପକ୍ଷରୁ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ରଣପୁର ପରିସରରେ ବ୍ଲକ ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରି ନିଜ ପ୍ରତିଭାର ପ୍ରଦର୍ଶନ କରିଥିଲେ।

ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ଆଗାମୀ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ରଣପୁର ବ୍ଲକର ପ୍ରତିନିଧିତ୍ୱ କରିବେ।

ଏହି କାର୍ଯ୍ୟକ୍ରମ ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନଙ୍କ ନେତୃତ୍ୱ ଓ ବି.ଆର.ସି.ସି ଲକ୍ଷ୍ମୀ ଦେଇଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ସୁପରିଚାଳନାରେ ଜ୍ୟୋତିରଞ୍ଜନ ଦାଶ, ସୁଶୀଲ କୁମାର ରଣା, ସନ୍ତୋଷ କୁମାର ବେହେରା, ଅଜୟ କୁମାର ପ୍ରଧାନ, ରାଜୀବ କୁମାର ବେହେରା, ବିଶ୍ୱଭୂଷଣ ବେହେରା, ସୁବାସ ଚନ୍ଦ୍ର ମହାପାତ୍ର ଓ ଅକ୍ରୁର ରାଉତରାୟ ସକ୍ରିୟ ସହଯୋଗ କରିଥିଲେ।

ପ୍ରତିଯୋଗିତାର ବିଚାରକ ଭାବେ ବିଦେଶିନୀ ପତି, ଫକୀର ଚରଣ ନାୟକ, ମାନସ ପଟ୍ଟନାୟକ, ବିରୁପାକ୍ଷ ମହାପାତ୍ର, ପ୍ରଭାତ କୁମାର ପଣ୍ଡା, ବିନୋଦିନୀ ମହାପାତ୍ର, ଶରତ ମହାରଣା, ଶ୍ୱେତ ମହାପାତ୍ର, ଭାସ୍କର ସ୍ୱାଇଁ ଓ ଚିତ୍ତରଞ୍ଜନ ବାରିକ ଯୋଗଦେଇ ପ୍ରତିଯୋଗୀମାନଙ୍କ ପ୍ରଦର୍ଶନର ମୂଲ୍ୟାୟନ କରିଥିଲେ।

ଶେଷରେ ସଫଳ ପ୍ରତିଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଜିଲ୍ଲା ସ୍ତରରେ ରଣପୁର ବ୍ଲକ ପାଇଁ ସଫଳତା କାମନା କରାଯାଇଥିଲା।

ଚିତ୍ରାଙ୍କନ ପ୍ରବନ୍ଧ ବକ୍ତୃତା ବ୍ଲକ ସ୍ତରୀୟ ପ୍ରତିଯୋଗିତା ରଣପୁର ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

August 6, 2026

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ

August 6, 2026

ଭାରତରେ ବଢ଼ୁଛି ଆଇଫୋନ୍ କ୍ରେଜ୍!: ଏହି ରେକର୍ଡ ସୃଷ୍ଟି କଲା ଆପଲ୍

August 6, 2026

ନିଶ୍ଚିତ ହେଲା ରଣବୀର କପୁରଙ୍କ ‘ରାମାୟଣ’ ରିଲିଜ୍ ତାରିଖ: ଜାଣନ୍ତୁ କେବେ?

August 6, 2026
Latest News

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

August 6, 2026

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ

August 6, 2026

ଭାରତରେ ବଢ଼ୁଛି ଆଇଫୋନ୍ କ୍ରେଜ୍!: ଏହି ରେକର୍ଡ ସୃଷ୍ଟି କଲା ଆପଲ୍

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.