Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ
ଆଜିର ଖବର

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡ଼ା: ଇଞ୍ଜେକ୍ସନ୍‌ ନେବାର କିଛି ସମୟ ପରେ ଜଣେ ୫୪ ବର୍ଷୀୟ ମହିଳାଙ୍କ ମୃତ୍ୟୁକୁ ନେଇ ରାୟଗଡ଼ାର ଚାନ୍ଦିଲି ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି ହୋଇଛି। ମୃତ ମହିଳା ହେଲେ ଗେଟିପଡ଼ା ଅଞ୍ଚଳର ବିଦିଆ କୁମାର।

ସୂଚନା ଅନୁଯାୟୀ, ବିଦିଆ କିଛି ଦିନ ଧରି ଥଣ୍ଡା ଓ ଜ୍ୱରରେ ପୀଡ଼ିତ ଥିଲେ। ଔଷଧ ଖାଇବା ପରେ ମଧ୍ୟ ସୁସ୍ଥ ନହେବାରୁ ସେ ଗତକାଲି ଚାନ୍ଦିଲି ଅଞ୍ଚଳର ଏକ ମେଡିସିନ୍‌ ଷ୍ଟୋରକୁ ଯାଇଥିଲେ। ସେଠାରେ କାର୍ଯ୍ୟରତ ଏ.କେ. ଭତ୍ରା ତାଙ୍କୁ ଇଞ୍ଜେକ୍ସନ୍‌ ଦେଇଥିଲେ।

ଇଞ୍ଜେକ୍ସନ୍‌ ନେବାର କିଛି ସମୟ ପରେ ବିଦିଆଙ୍କ ଅବସ୍ଥା ହଠାତ୍‌ ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ଜେକେପୁରସ୍ଥିତ ଇଏସ୍‌ଆଇ ହସ୍ପିଟାଲକୁ ନେବା ବେଳେ ମୃତ୍ୟୁ ଘଟିଥିଲା।

ଏହି ଘଟଣା ପରେ ପରିବାରଲୋକେ ଚାନ୍ଦିଲି ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୋଗ ଆଧାରରେ ଇଞ୍ଜେକ୍ସନ୍‌ ଦେଇଥିବା ଏ.କେ. ଭତ୍ରାଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଇଞ୍ଜେକ୍ସନ୍‌ ଯୋଗୁଁ ମୃତ୍ୟୁ ହୋଇଛି କି ଅନ୍ୟ କୌଣସି କାରଣ ରହିଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

ଇଞ୍ଜେକ୍ସନ୍‌ ନେବା ମହିଳା ମୃତ୍ୟୁ ଘଟଣା ମେଡିସିନ୍‌ ଷ୍ଟୋର କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026
Latest News

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.