Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଆଇଟି ଦିଲ୍ଲୀ
ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮ ଅଗଷ୍ଟ ୨୦୨୬ ପୂର୍ବାହ୍ନ ୧୧ଟା ସମୟରେ ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଏହି ଅବସରରେ ସେ ୩୦୦୦ରୁ ଅଧିକ ସ୍ନାତକଙ୍କୁ ଉଦ୍‌ବୋଧନ ଦେବେ। ଏଥିସହ  ୫୮୭ ଜଣ ପିଏଚ୍‌ଡି ଗବେଷକମାନଙ୍କୁ ଏହି ଉତ୍ସବରେ ଡିଗ୍ରୀ ପ୍ରଦାନ କରାଯିବ।

ଏହି ଅବସରରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତାକୁ ସ୍ୱୀକୃତି ଦେଇ, ପ୍ରଧାନମନ୍ତ୍ରୀ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବେ। ଏଥିରେ ‘ପ୍ରେସିଡେଣ୍ଟସ୍ ଗୋଲ୍ଡ ମେଡାଲ’, ‘ଡାଇରେକ୍ଟର୍ସ ଗୋଲ୍ଡ ମେଡାଲ’, ‘ଶଙ୍କର ଦୟାଲ ଶର୍ମା ଗୋଲ୍ଡ ମେଡାଲ’ ଏବଂ ‘ପରଫେକ୍ଟ ଟେନ୍ ଗୋଲ୍ଡ ମେଡାଲ’ ଅର୍ନ୍ତଭୁକ୍ତ।

ଅତ୍ୟାଧୁନିକ ଗବେଷଣା ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ଅଗ୍ରଗତି ପାଇଁ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରି, ପ୍ରଧାନମନ୍ତ୍ରୀ ‘ପରମ ପ୍ରଜ୍ଞା’ର ଉଦ୍‌ଘାଟନ କରିବେ। ଏହା ଆଇଆଇଟି ଦିଲ୍ଲୀର ସୋନିପତ କ୍ୟାମ୍ପସ୍‌ରେ ସ୍ଥାପିତ ଏକ ଏଆଇ ଚାଳିତ ଉଚ୍ଚ-କ୍ଷମତା ସମ୍ପନ୍ନ ସୁପରକମ୍ପ୍ୟୁଟିଂ ସୁବିଧା ଅଟେ। ଏହି ଅତ୍ୟାଧୁନିକ ସୁବିଧା ଏଆଇ, ଡାଟା ସାଇନ୍ସ, ଆଡଭାନ୍ସଡ୍ କମ୍ପ୍ୟୁଟିଂ ଏବଂ ବିଭିନ୍ନ ବିଷୟଭିତ୍ତିକ ଗବେଷଣା କ୍ଷେତ୍ରରେ ଅନୁଷ୍ଠାନର କ୍ଷମତାକୁ ଯଥେଷ୍ଟ ବୃଦ୍ଧି କରିବ ବୋଲି ଆଶା କରାଯାଉଛି।

ଆଇଆଇଟି ଦିଲ୍ଲୀ କୃତ୍ରିମ ବୁଦ୍ଧିମତ୍ତା ନରେନ୍ଦ୍ର ମୋଦୀ ସମାବର୍ତ୍ତନ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026

“ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାହୁଲ”: ତାମିଲନାଡୁ ମନ୍ତ୍ରୀଙ୍କ ବଡ଼ ଘୋଷଣା

August 29, 2026
Latest News

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026

“ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାହୁଲ”: ତାମିଲନାଡୁ ମନ୍ତ୍ରୀଙ୍କ ବଡ଼ ଘୋଷଣା

August 29, 2026

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.