Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ପ୍ରଭାବରେ ପାଣିପାଗ ବିଭାଗର ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଆଜିର ଖବର

ଲଘୁଚାପ ପ୍ରଭାବରେ ପାଣିପାଗ ବିଭାଗର ବର୍ଷା ଓ ବଜ୍ରପାତ ସତର୍କ ସୂଚନା

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପୂର୍ବ ବଙ୍ଗୋପସାଗରେ ମନସୁନ୍‌ ଟ୍ରାପ୍ ଲାଇନ୍‌ ଓ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାରେ ରାଜ୍ୟରେ ଦୁଇ ଦିନ ହେଲା ବର୍ଷା ଜାରି ରହିଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ସକାଳ 10.30 ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, 13ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ ଓ ସୁନ୍ଦରଗଡ଼ରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ଘରୁ ବାହାରକୁ ନ ବାହାରିବାକୁ ସତର୍କ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.