Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ୭୭ ତମ ଜନ୍ମଦିନ ଅବସରରେ ରେଢ଼ାଖୋଲରେ ଆୟୋଜିତ କେନ୍ଦ୍ରୀୟ ବିଦ୍ୟାଳୟର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମଞ୍ଚ ଉପରେ କେକ୍ କାଟି ବିଧାୟକଙ୍କ ଜନ୍ମଦିନ ପାଳନ କରିଥିଲେ।
ଶ୍ରୀ ଆଚାର୍ଯ୍ୟଙ୍କୁ ଶ୍ରୀ ପ୍ରଧାନ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ତାଙ୍କର ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରିଥିଲେ।

ସେ କହିଥିଲେ ଯେ, ରେଢ଼ାଖୋଲର ବିକାଶ ପାଇଁ ଶ୍ରୀ ଆଚାର୍ଯ୍ୟଙ୍କ ଅବଦାନ ଅତୁଳନୀୟ। ତାଙ୍କ ନେତୃତ୍ୱରେ ଏହି ଅଞ୍ଚଳ ଶିକ୍ଷା ଓ ବିକାଶର ନୂତନ ମାପଦଣ୍ଡ ସ୍ଥାପନ କରିବ।

ଏହି ସ୍ନେହଭରା ଦୃଶ୍ୟକୁ ଦେଖି ଉପସ୍ଥିତ କର୍ମୀ ଓ ସମର୍ଥକମାନେ ଜୋରଦାର ତାଳି ଓ ସ୍ଲୋଗାନ ଦେଇ ବିଧାୟକଙ୍କୁ ଅଭିନନ୍ଦନ ଜଣାଇଥିଲେ। କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଜିଲ୍ଲାପାଳ ସିଦ୍ଧେଶ୍ୱର ବିଲରାମ ବନ୍ଦୋର, ବହୁ ବରିଷ୍ଠ ନେତା ଓ ଶହ ଶହ କର୍ମୀ ଉପସ୍ଥିତ ଥିଲେ।

ଜନ୍ମଦିନ ପାଳନ ଧର୍ମେନ୍ଦ୍ର ପ୍ରଧାନ ପ୍ରସନ୍ନ ଆଚାର୍ଯ୍ୟ ବିଜେଡ଼ି ବିଧାୟକ ରେଢ଼ାଖୋଲ ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଗାଡି ଧକ୍କାରେ ୩ ଗୁରୁତର

August 8, 2026

ରେଢ଼ାଖୋଲ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଭୂମିପୂଜନ ଓ ଅସ୍ଥାୟୀ ଭବନ ଉଦ୍‌ଘାଟିତ

August 8, 2026

୨୦୨୬–୨୭ରେ ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ପ୍ରଦର୍ଶନ

August 8, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଶରଦ ପାୱାରଙ୍କ ସମସ୍ତ ସାଂସଦ: ଜାଣନ୍ତୁ କାରଣ

August 8, 2026
Latest News

ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 8, 2026

ପୋଲିସ ଗାଡି ଧକ୍କାରେ ୩ ଗୁରୁତର

August 8, 2026

ରେଢ଼ାଖୋଲ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଭୂମିପୂଜନ ଓ ଅସ୍ଥାୟୀ ଭବନ ଉଦ୍‌ଘାଟିତ

August 8, 2026

୨୦୨୬–୨୭ରେ ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ପ୍ରଦର୍ଶନ

August 8, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଶରଦ ପାୱାରଙ୍କ ସମସ୍ତ ସାଂସଦ: ଜାଣନ୍ତୁ କାରଣ

August 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.