Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ଅରେଞ୍ଜ୍‌ ୱାର୍ଣ୍ଣିଂ
ଆଜିର ଖବର

ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ଅରେଞ୍ଜ୍‌ ୱାର୍ଣ୍ଣିଂ

August 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।

ରବିବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି ହୋଇଛି।

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି। ବାକି ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିପାରେ।

ଅଗଷ୍ଟ ୧୦ ଓ ୧୧ରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଏବଂ ୧୨ରେ ସମ୍ବଲପୁର ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୩ ତାରିଖରୁ ବର୍ଷାର ପ୍ରଭାବ କମିବା ସମ୍ଭାବନା ରହିଛି।

ଘୂର୍ଣ୍ଣିବଳୟ ପ୍ରବଳ ବର୍ଷା ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026
Latest News

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.