Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ କୋଠା ଭୁଷୁଡି 2 ମୃତ, ପାଞ୍ଚ ଆହତ
ଆଜିର ଖବର

ମହାରାଷ୍ଟ୍ରରେ କୋଠା ଭୁଷୁଡି 2 ମୃତ, ପାଞ୍ଚ ଆହତ

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ଭିଓ୍ୱାଣ୍ଡିର ଶାନ୍ତି ନଗର ଅଞ୍ଚଳରେ ଥିବା ଏକ 4 ମହଲା କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ 2 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 5 ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇ ସ୍ଥାନୀୟ ଆଇଜିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ କୋଠା ତଳେ ଚାପି ହୋଇ ରହିଥିବା ଜଣାପଡିଛି । ସ୍ଥାନୀୟ ପୁଲିସ ସହିତ ଦମକଳ ବାହିନୀ ଓ ଏନଡିଆରଏଫ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଭୁଶୁଡ଼ି ପଡ଼ିଥିବା କୋଠାଟିକୁ ବେଆଇନ ଭିଓ୍ୱାଣ୍ଡି ନିଜାମପୁର ମ୍ୟୁନିସିପାଲଟି ଅଧିକାରୀ ଅଶୋକ ରଣଖମ୍ୱ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.