Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ପତାକା ଉତ୍ପାଦନରେ ସାମିଲ ୧୦୫୩ଟି ସ୍ୱୟଂ ସହାୟକ ଗୋଷ୍ଠୀ, ୧୬୬ ଟି ପ୍ରଡ୍ୟୁସର ଗ୍ରୁପ୍
ଆଜିର ଖବର

ଜାତୀୟ ପତାକା ଉତ୍ପାଦନରେ ସାମିଲ ୧୦୫୩ଟି ସ୍ୱୟଂ ସହାୟକ ଗୋଷ୍ଠୀ, ୧୬୬ ଟି ପ୍ରଡ୍ୟୁସର ଗ୍ରୁପ୍

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
1,053 SHGs, 166 Producer Groups of Odisha Make Tricolour
1,053 SHGs, 166 Producer Groups of Odisha Make Tricolour

ଭୁବନେଶ୍ଵର: ଆରମ୍ଭ ହୋଇଛି ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ଏହି ଅଭିଯାନକୁ ସଫଳ କରିବା ପାଇଁ ତ୍ରିରଙ୍ଗା ଉତ୍ପାଦନ କ୍ଷେତ୍ରରେ ନାରୀଶକ୍ତି ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୩୦ଟି ଜିଲ୍ଲାରେ ଏକ ହଜାର ୫୩ଟି ସ୍ୱୟଂ ସହାୟକ ଗୋଷ୍ଠୀ, ୧୬୬ ଟି ପ୍ରଡ୍ୟୁସର ଗ୍ରୁପ୍ ଏବଂ ୪୮ଟି ଫେଡେରେସନ୍ ଜାତୀୟ ପତାକା ଉତ୍ପାଦନରେ ସାମିଲ ହୋଇଛନ୍ତି। ଏପର୍ଯ୍ୟନ୍ତ ପ୍ରାୟ ୬୦ ଲକ୍ଷ ଜାତୀୟ ପତାକା ଉତ୍ପାଦନ ହୋଇଛି। ଏହା ଦ୍ବାରା ମହିଳାମାନଙ୍କ ପାଇଁ ଜୀବିକାର ନୂଆ ସୁଯୋଗ ମଧ୍ୟ ସୃଷ୍ଟି ହୋଇଛି ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି।

Producer Groups SHGs Tricolour ଜାତୀୟ ପତାକା ଉତ୍ପାଦନ ପ୍ରଡ୍ୟୁସର ଗ୍ରୁପ୍ ଫେଡେରେସନ୍ ସ୍ୱୟଂ ସହାୟକ ଗୋଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.