Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ
ଆଜିର ଖବର

ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ଓଡ଼ିଶା ହାଇକୋର୍ଟର ଦୁଇ ବରିଷ୍ଠ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କୁ ଗୁଜୁରାଟ ହାଇକୋର୍ଟ ଏବଂ ଜଷ୍ଟିସ କୃଷ୍ଣରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରାଯାଇଛି।

ଅଗଷ୍ଟ ୬ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଜଷ୍ଟିସ ପାଠକ ୨୦୨୫ ଜୁଲାଇ ୨୧ରୁ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଥିବାବେଳେ ଜଷ୍ଟିସ ମହାପାତ୍ର ୨୦୧୫ ଏପ୍ରିଲ ୧୭ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ।

ଓଡ଼ିଶା ହାଇକୋର୍ଟର ମଞ୍ଜୁରିପ୍ରାପ୍ତ ବିଚାରପତି ପଦ ୩୩ ଥିବାବେଳେ ବର୍ତ୍ତମାନ ମୁଖ୍ୟ ବିଚାରପତିଙ୍କ ସମେତ ୧୭ ଜଣ ବିଚାରପତି ଅଛନ୍ତି। ଅଗଷ୍ଟ ୬ ସୁଦ୍ଧା ହାଇକୋର୍ଟରେ ୧ ଲକ୍ଷ ୭୦ ହଜାର ୭୧୬ଟି ମାମଲା ବିଚାରାଧୀନ ରହିଛି।

collegium odishahighcourt supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଧାନ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଚିନ୍ତା ଦୂର କଲେ ଯୋଗାଣ ମନ୍ତ୍ରୀ

August 9, 2026

ଝାଡଖଣ୍ଡ ଛାତ୍ର ଆନ୍ଦୋଳନ : ଆଲୋଚନା ବିଫଳ

August 9, 2026

‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

August 9, 2026

ଉତ୍ତରପ୍ରଦେଶ ନିର୍ବାଚନରେ ମଇଦାନକୁ ଓହ୍ଲାଇବ କରଣୀ ସେନା, ୫୦-୭୦ ଆସନରେ ଦେବ ପ୍ରାର୍ଥୀ

August 9, 2026
Latest News

ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ

August 10, 2026

ଧାନ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଚିନ୍ତା ଦୂର କଲେ ଯୋଗାଣ ମନ୍ତ୍ରୀ

August 9, 2026

ଝାଡଖଣ୍ଡ ଛାତ୍ର ଆନ୍ଦୋଳନ : ଆଲୋଚନା ବିଫଳ

August 9, 2026

‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

August 9, 2026

ଉତ୍ତରପ୍ରଦେଶ ନିର୍ବାଚନରେ ମଇଦାନକୁ ଓହ୍ଲାଇବ କରଣୀ ସେନା, ୫୦-୭୦ ଆସନରେ ଦେବ ପ୍ରାର୍ଥୀ

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.