Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ସୁରକ୍ଷାବଳ ନକ୍ସଲ ଏନକାଉଣ୍ଟର : 5 ନକ୍ସଲ ମୃତ, 2 ଯବାନ ଆହତ
ଆଜିର ଖବର

ଛତିଶଗଡରେ ସୁରକ୍ଷାବଳ ନକ୍ସଲ ଏନକାଉଣ୍ଟର : 5 ନକ୍ସଲ ମୃତ, 2 ଯବାନ ଆହତ

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡରେ ସୁରକ୍ଷା ବଳ ଏବଂ ନକ୍ସଲଙ୍କ ମଧ୍ୟରେ ଏକ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଏହି ଏନକାଉଣ୍ଟରରେ 5 ଜଣ ନକ୍ସଲ ପ୍ରାଣ ହରାଇଥିବା ବେଳେ 2 ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡର ନାରାୟଣପୁର ଅଞ୍ଚଳର ଅମ୍ବୁଜ ନଗରରେ ଏହି ଘଟଣା ଘଟିଛି । ସୁରକ୍ଷା ବଳଙ୍କ ପକ୍ଷରୁ କମ୍ବିଂ ଅପରେସନ୍‌ ଜାରି ରହିଥିବା ବେଳେ ନକ୍ସଲଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା । ପାଲଟା ଗୁଳିଚାଳନାରେ 5 ଜଣ ନକ୍ସଲ ପ୍ରାଣ ହରାଇଛନ୍ତି । ଆହତ ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଏନ୍‌କାଉଣ୍ଟର ଜାରି ରହିଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.