Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ଜୟନ୍ତୀ ପାଳିତ
ଆଜିର ଖବର

ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ଜୟନ୍ତୀ ପାଳିତ

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ଜୟନ୍ତୀ ପାଳିତ
ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ଜୟନ୍ତୀ ପାଳିତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆମ ଓଡ଼ିଶାର ଗର୍ବ ଓ ଗୌରବର ପ୍ରତୀକ ତଥା ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରିଙ୍କର ୧୩୨ ତମ ଜନ୍ମ ଜୟନ୍ତୀ ଉତ୍ସବ ତାଙ୍କର ବାସସ୍ଥଳୀ ଅଥବା ବର୍ତ୍ତମାନର ଭି ଭି ଗିରି ପ୍ରଶିକ୍ଷଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡାଙ୍କ ପୌରହିତ୍ୟରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେରକେଟା ଯୋଗ ଦେଇ ଅଧ୍ୟୟନରତ ଛାତ୍ରୀ ମାନେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇ ଭଲ ପାଠ ପଢି ଭଲ ମଣିଷ ହେବାର ବାର୍ତ୍ତା ପ୍ରଦାନ କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ଓ କୃତି ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ।

ପୁର୍ବତନ ରାଷ୍ଟ୍ରପତି ଭି ଭି ଗିରି
Share. Facebook Twitter LinkedIn Email WhatsApp Copy Link

Related Posts

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026
Latest News

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.