Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତେଲେଙ୍ଗାନା ଗସ୍ତ
ଆଜିର ଖବର

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତେଲେଙ୍ଗାନା ଗସ୍ତ

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Assembly Committee-7 Members Visit Telangana
Odisha Assembly Committee-7 Members Visit Telangana

ଭୁବନେଶ୍ୱର: ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ଅଧ୍ୟକ୍ଷ ସୁଧୀର ରଂଜନ ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟିର ସଦସ୍ୟମାନେ ଅଗଷ୍ଟ ୬ରୁ ତେଲେଙ୍ଗାନା ରାଜ୍ୟ ଗସ୍ତରେ ଯାଇଛନ୍ତି। ଷ୍ଟାଣ୍ଡିଂ କମିଟିର ସଦସ୍ୟ ତୁଷାରକାନ୍ତି ବେହେରା, ଟଙ୍କଧର ତ୍ରୀପାଠୀ, ଅଗସ୍ତି ବେହେରା ଓ ଦୁର୍ଗା ଚରଣ ତନ୍ତୀ ପ୍ରମୁଖ ବିଧାୟକମାନଙ୍କ ସହ ବିଧାନସଭା ତରଫରୁ କମିଟି ଅଧୀକାରୀ ଈଶ୍ୱର ଚନ୍ଦ୍ର ନାୟକ ଓ ପ୍ରଶାନ୍ତ କୁମାର ଦାସ ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି।

କମିଟିଙ୍କ ଗସ୍ତ କାଳରେ ୭ ତାରିଖ ଦିନ ତେଲେଙ୍ଗାନା ରାଜ୍ୟ ବିଧାନସଭା ପରିଦର୍ଶନ କରି ବାଚସ୍ପତି, ବିଧାନସଭା ପରିଷଦର ଅଧ୍ୟକ୍ଷ ତଥା ସଂପୃକ୍ତ କମିଟିର ଅଧ୍ୟକ୍ଷଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହିତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀଙ୍କ ସହିତ ଶିଳ୍ପ ବିଭାଗ, ଇସ୍ପାତ ଓ ଖଣି ବିଭାଗ, ଜଙ୍ଗଲ ଓ ପରିବେଶ ସୁରକ୍ଷା ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ଯୋଜନା ଓ ସମନ୍ୱୟ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କାର୍ଯ୍ୟଶୈଳି ଓ କାର୍ଯ୍ୟ ପରିଚାଳନା ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଏତଦ୍ବ୍ୟତୀତ ତେଲେଙ୍ଗାନା ବିଧାନସଭାର କମିଟି ପରିଚାଳନା ଓ ବିଭାଗୀୟ ବଜେଟ୍ ତର୍ଜମା ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଆଲୋଚନା କାଳରେ ବହୁ ଉପଯୋଗୀ ତଥ୍ୟ ଓ ପରାମର୍ଶ ପରସ୍ପର ମଧ୍ୟରେ ଆଦାନ ପ୍ରଦାନ କରାଯାଇଥିଲା।

 

telangana ଓଡିଶା ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି - ୭
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 10, 2026

ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

August 10, 2026

ଟାଇମ୍‍ପାସ୍‍ ବହିବର୍ଷା: ଲୋକାର୍ପିତ ହେଲା ତେରଟି ପୁସ୍ତକ

August 10, 2026

ସୋଆରେ ବିକଶିତ ଭାରତ ୟୁବା କନେକ୍ଟ ପ୍ରୋଗ୍ରାମ୍ ଆୟୋଜିତ

August 10, 2026
Latest News

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତେଲେଙ୍ଗାନା ଗସ୍ତ

August 10, 2026

ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 10, 2026

ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

August 10, 2026

ଟାଇମ୍‍ପାସ୍‍ ବହିବର୍ଷା: ଲୋକାର୍ପିତ ହେଲା ତେରଟି ପୁସ୍ତକ

August 10, 2026

ସୋଆରେ ବିକଶିତ ଭାରତ ୟୁବା କନେକ୍ଟ ପ୍ରୋଗ୍ରାମ୍ ଆୟୋଜିତ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.