Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ
ଆଜିର ଖବର

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀମାନେ କୌଣସି ଦ୍ୱନ୍ଦ୍ୱରେ ନରହିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ପରାମର୍ଶ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ଏଗ୍ରିଷ୍ଟାକ ପଞ୍ଜୀକରଣ ବାଧ୍ୟତାମୂଳକ ନୁହେଁ। ଏହା ଯୋଗୁଁ କୌଣସି ଚାଷୀ ପଞ୍ଜୀକରଣରୁ ବାଦ ପଡ଼ିବେ ନାହିଁ। ସମସ୍ତ ଚାଷୀଙ୍କ ପଞ୍ଜୀକରଣ କରାଯିବା ସହ ସେମାନଙ୍କୁ ଟୋକନ୍ ମିଳିବ ବୋଲି ମନ୍ତ୍ରୀ କହିଛନ୍ତି।

ଭାଗଚାଷୀଙ୍କ କ୍ଷେତ୍ରରେ ଜମି ମାଲିକଙ୍କ ସମ୍ମତି ଆବଶ୍ୟକ ଥିବା ବେଳେ ଦୂରରେ ରହୁଥିବା ଜମି ମାଲିକମାନେ ସ୍ୱତନ୍ତ୍ର ଆପ୍‌ ମାଧ୍ୟମରେ ନିଜ ସମ୍ମତି ପ୍ରଦାନ କରିପାରିବେ। ଚାଷୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଥିବା ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି। ସେହିପରି ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଚାଷୀମାନେ ପଞ୍ଜୀକରଣ କରିପାରିବେ ବୋଲି ସେ ସୂଚନା ଦେଇଛନ୍ତି।

ଏଗ୍ରିଷ୍ଟାକ ପଞ୍ଜୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Latest News

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.