Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି
ଆଜିର ଖବର

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଏଣିକି ଟୋଲଗେଟ୍‌ଗୁଡ଼ିକରେ ଇ-ଡିଟେକ୍ସନ ପଦ୍ଧତି ମାଧ୍ୟମରେ ଗାଡ଼ିଗୁଡ଼ିକର କଡ଼ାକଡ଼ି ଯାଞ୍ଚ କରାଯିବ। ଏହି ବ୍ୟବସ୍ଥାରେ ଗାଡ଼ିର ବୀମା, ଫିଟନେସ ଓ ପ୍ରଦୂଷଣ ପ୍ରମାଣପତ୍ର ସ୍ୱୟଂକ୍ରିୟ ପଦ୍ଧତିରେ ଯାଞ୍ଚ ହେବ। ବୈଧ କାଗଜପତ୍ର ନଥିଲେ ତୁରନ୍ତ ଇ-ଚାଲାଣ ଜାରି କରାଯିବ।

ଅଭ୍ୟାସଗତ ଭାବେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ମାଲିକଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନିଆଯିବ। ଆବଶ୍ୟକସ୍ଥଳେ ଗାଡ଼ିର ପଞ୍ଜୀକରଣ ରଦ୍ଦ କରିବା ସହ ଗାଡ଼ି ଜବତ କରିବାକୁ ମଧ୍ୟ ପଦକ୍ଷେପ ନିଆଯିବ। ସୂଚନା ଅନୁସାରେ, ରାଜ୍ୟରେ ୬୫,୭୩,୬୩୩ଟି ଗାଡ଼ିର ବୀମା ବୈଧ ନଥିବା ଜଣାପଡ଼ିଛି। ଏହାକୁ ନେଇ ପରିବହନ ବିଭାଗ ପକ୍ଷରୁ ନିୟମ ଉଲ୍ଲଂଘନକାରୀ ଗାଡ଼ି ଉପରେ କଡ଼ା ନଜର ରଖାଯାଉଛି।

ଟୋଲଗେଟ୍‌ ପରିବହନ ବିଭାଗ ବୈଧ ବୀମା
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026
Latest News

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

UPI ସହ ଲିଙ୍କ୍ କ୍ରେଡିଟ୍ କାର୍ଡରେ MDR ଲାଗିବ କି? ଜାଣନ୍ତୁ କଣ କହୁଛି ନୂଆ ନିୟମ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.