Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିତ ବିରୋଧୀଙ୍କ କାଶ୍ମୀର ଗସ୍ତ : କଂଗ୍ରେସ, ଏନ୍‌ସିପି ସହ କମ୍ୟୁନିଷ୍ଟ୍‌ ପାର୍ଟିଙ୍କର ମିଳିତ ଯାତ୍ରା
ଆଜିର ଖବର

ମିଳିତ ବିରୋଧୀଙ୍କ କାଶ୍ମୀର ଗସ୍ତ : କଂଗ୍ରେସ, ଏନ୍‌ସିପି ସହ କମ୍ୟୁନିଷ୍ଟ୍‌ ପାର୍ଟିଙ୍କର ମିଳିତ ଯାତ୍ରା

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ-କାଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ମିଳିତ ବିରୋଧୀ କାଶ୍ମୀର ଯାତ୍ରା କରୁଛନ୍ତି ।  କଂଗ୍ରେସ, ଏନ୍‌ସିପି, କମ୍ୟୁନିଷ୍ଟ ପାର୍ଟିମାନେ ମିଳିତ ଭାବରେ କାଶ୍ମୀର ଗସ୍ତ କରୁଛନ୍ତି । ଏହି ଯାତ୍ରାରେ ରାହୁଲଙ୍କ ସହ ଗୁଲାମ ନବି ଆଜାଦ, କେସି ଭେଣୁଗୋପାଳ, ଆନନ୍ଦ ଶର୍ମା, ସୀତାରାମ ୟେଚୁରୀ, ଡି ରାଜା, ତିରୁଚି ଶିବା, ଦିନେଶ ତ୍ରିବେଦୀ, ମଜିତ ମେମନ, ମନୋଜ ଝା ଓ ଉପେନ୍ଦ୍ର ରେଡ୍ଡୀ ସେଠାକୁ ଗସ୍ତ କରୁଛନ୍ତି । ଏହି ସମସ୍ତ ବିରୋଧୀ ନେତାମାନେ ୧.୩୦ରେ ପହଞ୍ଚିବେ । ତେବେ ମିଳିତ ବିରୋଧୀଙ୍କ ଗସ୍ତ ଉପରେ ପୋଲିସ୍‌ ରୋକ୍‌ ଲଗାଇଛି ।  ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ କଂଗ୍ରେସ ନେତା ଗୁଲାମ ନବି ଆଜାଦ ଜମ୍ମୁ-କଶ୍ମୀର ଗସ୍ତରେ ବାହାରିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଦିଲ୍ଲୀ ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା। ସେହିପରି ରାହୁଲ୍‌ଙ୍କୁ ମଧ୍ୟ ଯିବାକୁ ଅନୁମତି ମିଳିନଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026

୧୧୨ ବର୍ଷ ପରେ ପ୍ରଥମ ଥର: ଭାରତ-ବ୍ରାଜିଲ ମଧ୍ୟରେ ହେବ ଐତିହାସିକ ମ୍ୟାଚ୍, ଜାଣନ୍ତୁ ତାରିଖ

July 31, 2026

ଭୁବନେଶ୍ୱରରେ ଆରମ୍ଭ ହେଲା ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’

July 31, 2026
Latest News

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026

ଅମିତ ଶାହଙ୍କ ଇସ୍ତଫା ଦାବି କଲା ସିଜେପି: ସରକାରକୁ କଡ଼ା ଆକ୍ରମଣ କଲେ ଅଭିଜିତ ଦୀପକେ

July 31, 2026

ଫାଇନାଲରେ ମୁହାଁମୁହିଁ ହେବେ ନୀରଜ ଚୋପ୍ରା ଏବଂ ଅରଶଦ ନଦୀମ: ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

୧୧୨ ବର୍ଷ ପରେ ପ୍ରଥମ ଥର: ଭାରତ-ବ୍ରାଜିଲ ମଧ୍ୟରେ ହେବ ଐତିହାସିକ ମ୍ୟାଚ୍, ଜାଣନ୍ତୁ ତାରିଖ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.