Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିତ ବିରୋଧୀଙ୍କ କାଶ୍ମୀର ଗସ୍ତ : କଂଗ୍ରେସ, ଏନ୍‌ସିପି ସହ କମ୍ୟୁନିଷ୍ଟ୍‌ ପାର୍ଟିଙ୍କର ମିଳିତ ଯାତ୍ରା
ଆଜିର ଖବର

ମିଳିତ ବିରୋଧୀଙ୍କ କାଶ୍ମୀର ଗସ୍ତ : କଂଗ୍ରେସ, ଏନ୍‌ସିପି ସହ କମ୍ୟୁନିଷ୍ଟ୍‌ ପାର୍ଟିଙ୍କର ମିଳିତ ଯାତ୍ରା

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ-କାଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ମିଳିତ ବିରୋଧୀ କାଶ୍ମୀର ଯାତ୍ରା କରୁଛନ୍ତି ।  କଂଗ୍ରେସ, ଏନ୍‌ସିପି, କମ୍ୟୁନିଷ୍ଟ ପାର୍ଟିମାନେ ମିଳିତ ଭାବରେ କାଶ୍ମୀର ଗସ୍ତ କରୁଛନ୍ତି । ଏହି ଯାତ୍ରାରେ ରାହୁଲଙ୍କ ସହ ଗୁଲାମ ନବି ଆଜାଦ, କେସି ଭେଣୁଗୋପାଳ, ଆନନ୍ଦ ଶର୍ମା, ସୀତାରାମ ୟେଚୁରୀ, ଡି ରାଜା, ତିରୁଚି ଶିବା, ଦିନେଶ ତ୍ରିବେଦୀ, ମଜିତ ମେମନ, ମନୋଜ ଝା ଓ ଉପେନ୍ଦ୍ର ରେଡ୍ଡୀ ସେଠାକୁ ଗସ୍ତ କରୁଛନ୍ତି । ଏହି ସମସ୍ତ ବିରୋଧୀ ନେତାମାନେ ୧.୩୦ରେ ପହଞ୍ଚିବେ । ତେବେ ମିଳିତ ବିରୋଧୀଙ୍କ ଗସ୍ତ ଉପରେ ପୋଲିସ୍‌ ରୋକ୍‌ ଲଗାଇଛି ।  ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ କଂଗ୍ରେସ ନେତା ଗୁଲାମ ନବି ଆଜାଦ ଜମ୍ମୁ-କଶ୍ମୀର ଗସ୍ତରେ ବାହାରିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଦିଲ୍ଲୀ ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା। ସେହିପରି ରାହୁଲ୍‌ଙ୍କୁ ମଧ୍ୟ ଯିବାକୁ ଅନୁମତି ମିଳିନଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 24, 2026
Latest News

ମତ୍ସ୍ୟ-ପ୍ରାଣୀ ସମାବେଶର ଶେଷ ଦିନ: ଜନ ସମୁଦ୍ର ପାଲଟିଲା ଜନତା ମଇଦାନ

January 24, 2026

ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

January 24, 2026

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.