Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ
ଆଜିର ଖବର

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ସୋମବାର ସନ୍ଧ୍ୟାରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।

ବୈଠକରେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଲୋକାୟୁକ୍ତ ଗଠନର ବିଭିନ୍ନ ପ୍ରକ୍ରିୟା ଓ ଆନୁଷଙ୍ଗିକ ବିଷୟ ନେଇ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି।

ବୈଠକ ପରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ, ରାଜ୍ୟରେ ଖୁବଶୀଘ୍ର ଲୋକାୟୁକ୍ତ ଗଠନ କରାଯିବ। ଦୁର୍ନୀତି ବିରୋଧରେ ଲଢ଼େଇ ଓ ଶାସନରେ ସ୍ୱଚ୍ଛତା ଆଣିବା ଦିଗରେ ଲୋକାୟୁକ୍ତ ଏକ ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ହୋଇଥିବାରୁ ଏହି ପଦକ୍ଷେପକୁ ଗୁରୁତ୍ୱ ଦିଆଯାଉଛି। ଏବେ ଲୋକାୟୁକ୍ତ ଗଠନର ଔପଚାରିକ ପ୍ରକ୍ରିୟା କେବେ ଶେଷ ହେବ, ତାହା ଉପରେ ନଜର ରହିଛି।

ଲୋକାୟୁକ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026
Latest News

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.