Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଜିର ଖବର

ଚିଲିକା: ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା: ଲଗାଣ ବର୍ଷାରେ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଚିଲିକା: ଲଗାଣ ବର୍ଷାରେ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

ଚିଲିକା: ଆଜି ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଚିଲିକା ବ୍ଲକର ଅଦିନିଆ ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ କୁମାଣ୍ଡୋଳ–କାଲୁରୀ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଜରୁରୀକାଳିନ ଭିତ୍ତିରେ ଛୋଟ ଛୋଟ ବନ୍ଧ ଗୁଡିକର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ତତସହିତ ବର୍ଷାଜନିତ କ୍ଷୟକ୍ଷତିର ସଠିକ୍ ଆକଳନ କରିବା ସହ ପ୍ରଭାବିତ ଅଞ୍ଚଳରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଓ ଜନସାଧାରଣଙ୍କ ସୁରକ୍ଷିତ ଯାତାୟାତ ସୁନିଶ୍ଚିତ କରିବା ସହ ସ୍ଥାୟୀ ସମାଧାନ ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ବିଡିଓ ପୁନମ ମହାପାତ୍ର, ତହସିଲଦାର କାହ୍ନୁଚରଣ ଘଡ଼ାଇ, ବ୍ଲକ କୃଷି ଅଧିକାରୀ ଭାନୁପ୍ରିୟା ମିଶ୍ରଙ୍କ ସମେତ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

chilika FieldVisit PublicSafety RainDamage
Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

October 12, 2026

ରବର୍ଟ ଇ. ହଲ୍‌ ଏବଂ ମାଇକେଲ୍‌ ଉଡ୍‌ଫୋର୍ଡଙ୍କୁ ୨୦୨୬ ଅର୍ଥଶାସ୍ତ୍ର ନୋବେଲ ପୁରସ୍କାର

October 12, 2026

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026
Latest News

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

October 12, 2026

ରବର୍ଟ ଇ. ହଲ୍‌ ଏବଂ ମାଇକେଲ୍‌ ଉଡ୍‌ଫୋର୍ଡଙ୍କୁ ୨୦୨୬ ଅର୍ଥଶାସ୍ତ୍ର ନୋବେଲ ପୁରସ୍କାର

October 12, 2026

CEC ବିରୋଧରେ ସମସ୍ତ ଆବେଦନ ଗ୍ରହଣ କଲେ ସୁପ୍ରିମକୋର୍ଟ: ଅକ୍ଟୋବର ୨୭ରେ ଶୁଣାଣି

October 12, 2026

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.