Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ
ଆଜିର ଖବର

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Assembly Standing Committee-7 Visits Tamil Nadu
Odisha Assembly Standing Committee-7 Visits Tamil Nadu

ଭୁବନେଶ୍ୱର: ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ଅଧ୍ୟକ୍ଷ ସୁଧୀର ରଂଜନ ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟିର ସଦସ୍ୟମାନେ ଅଗଷ୍ଟ ୬ରୁ ତେଲେଙ୍ଗାନା ଓ ତାମିଲନାଡ଼ୁ ରାଜ୍ୟ ଗସ୍ତରେ ଯାଇଛନ୍ତି। ଷ୍ଟାଣ୍ଡିଂ କମିଟିର ସଦସ୍ୟ ତୁଷାରକାନ୍ତି ବେହେରା, ଟଙ୍କଧର ତ୍ରୀପାଠୀ, ଅଗସ୍ତି ବେହେରା ଓ ଦୁର୍ଗା ଚରଣ ତନ୍ତୀ ପ୍ରମୁଖ ମାନ୍ୟବର ବିଧାୟକମାନଙ୍କ ସହ ବିଧାନସଭା ତରଫରୁ କମିଟି ଅଧୀକାରୀ ଈଶ୍ୱର ଚନ୍ଦ୍ର ନାୟକ ଓ ପ୍ରଶାନ୍ତ କୁମାର ଦାସ ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି।

କମିଟିଙ୍କ ଗସ୍ତ କାଳରେ ୭ ତାରିଖ ଦିନ ତେଲେଙ୍ଗାନା ରାଜ୍ୟ ବିଧାନସଭା ପରିଦର୍ଶନ କରିବା ପରେ ୯ ତାରିଖ ଦିନ ତାମିଲନାଡୁ ରାଜ୍ୟରେ ଥିବା ମଦୁରାଇ ଠାରେ ଥିବା ଥୁଆଗରାଜର ଇଂଜିନିୟରିଂ କଲେଜ ପରିଦର୍ଶନ କରିଥିଲେ। ସେଠାରେ ଥିବା ଟେକନିକାଲ ଲ୍ୟାବ, ଅଧ୍ୟୟନ କକ୍ଷ ସହିତ ଇଲେକ୍ଟ୍ରୋନିକ ସେଣ୍ଟର ଅଫ ଡିଜାଇନ ଏବଂ ମାନୁଫାକଚରିଙ୍ଗ ମଧ୍ୟ ପରିଦର୍ଶନ କରିଥିଲେ। ଏତଦ୍ବ୍ୟତୀତ କଲେଜ ପରିଚାଳନା ସହିତ ବୈଷୟିକ ଜ୍ଞାନକୌଶଳର ଉପଯୋଗିତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲ। ଏଠାରେ ଦିଆଯାଉଥିବା ବୈଷୟିକ ଜ୍ଞାନକୌଶଳର ଶିକ୍ଷାକୁ ଓଡିଶାରେ ଉପଯୋଗ କରାଯାଇ ବୈଷୟିକ ଶିକ୍ଷା କ୍ଷେତ୍ରରେ କିପରି ସଂସ୍କାର ଅଣାଯାଇପାରିବ ତାହା ଉପରେ ଆଲୋଚନା କରାଯାଇଥିଲା।

Odisha Assembly Standing Committee Tamil Nadu
Share. Facebook Twitter LinkedIn Email WhatsApp Copy Link

Related Posts

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026
Latest News

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.