Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ
ଆଜିର ଖବର

ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ

August 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ମେଡିକାଲ ଅଫିସର
ପୂର୍ବତନ ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ସି.ଏଚ୍.ସି’ର ପୂର୍ବତନ ମେଡ଼ିକାଲ ଅଫିସର ଡାକ୍ତର ପତିତପାବନ ବାରିକଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି। ଡାକ୍ତର ବାରିକ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡି ସି.ଏଚ୍.ସି’ରେ କାର୍ଯ୍ୟରତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଡାକ୍ତର ବାରିକ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆରେ କାର୍ଯ୍ୟରତ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ପୃକ୍ତ ଡାକ୍ତର ବାରିକଙ୍କୁ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି।

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନର ସବୁ ସ୍ତରରେ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ କହି ଆସୁଛନ୍ତି।

ଡାକ୍ତର ପତିତପାବନ ବାରିକ ପୂର୍ବତନ ମେଡିକାଲ ଅଫିସର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲେଶ୍ୱରରେ ମୋଟ୍‌ ୨୦୦ କିମି ରେଳ ଟ୍ରାକର ନବୀକରଣ ହୋଇଛି: ରେଳ ମନ୍ତ୍ରୀ

August 12, 2026

WTC ଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତେ ମ୍ୟାଚ୍ ଜିତିବାକୁ ପଡିବ?: ଜାଣନ୍ତୁ ସଂପୂର୍ଣ୍ଣ ଗଣିତ

August 12, 2026

ଡିଏଭି ପୋଖରୀପୁଟରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ

August 12, 2026

ଇମ୍ରାନ ଖାନଙ୍କ ମୃତ୍ୟୁ ପଛରେ ସତ୍ୟ କ’ଣ?: ନୀରବତା ଭାଙ୍ଗି ବଡ଼ ବୟାନ ଜାରି କଲା ପାକିସ୍ତାନୀ ସେନା

August 12, 2026
Latest News

ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ

August 12, 2026

ବାଲେଶ୍ୱରରେ ମୋଟ୍‌ ୨୦୦ କିମି ରେଳ ଟ୍ରାକର ନବୀକରଣ ହୋଇଛି: ରେଳ ମନ୍ତ୍ରୀ

August 12, 2026

WTC ଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତେ ମ୍ୟାଚ୍ ଜିତିବାକୁ ପଡିବ?: ଜାଣନ୍ତୁ ସଂପୂର୍ଣ୍ଣ ଗଣିତ

August 12, 2026

ଡିଏଭି ପୋଖରୀପୁଟରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ

August 12, 2026

ଇମ୍ରାନ ଖାନଙ୍କ ମୃତ୍ୟୁ ପଛରେ ସତ୍ୟ କ’ଣ?: ନୀରବତା ଭାଙ୍ଗି ବଡ଼ ବୟାନ ଜାରି କଲା ପାକିସ୍ତାନୀ ସେନା

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.