Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଆଜିର ଖବର

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling Lays Foundation for 100-Beded Ayush Hospital
Mukesh Mahaling Lays Foundation for 100-Beded Ayush Hospital

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଭୁବନେଶ୍ଵରଠାରେ ୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଉନ୍ନତିକରଣ ଏବଂ ଫାର୍ମାସୀ ୱେରହାଉସ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ଵରେ ଆୟୁର୍ବେଦ ଭଳି ଭାରତୀୟ ପୁରାତନ ଚିକତ୍ସା ପଦ୍ଧତିକୁ ପ୍ରୋତ୍ସାହନ ଦିଆଯାଉଛି।

ସେହିପରି ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ସରକାରୀ ଆୟୁର୍ବେଦ ଚିକିତ୍ସାଳୟର ଗୁଣାତ୍ମକ ଉନ୍ନତି ଓ ଆଧୁନିକୀକରଣ ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ସୁରକ୍ଷିତ, ଗୁଣାତ୍ମକ ଓ ବୈଜ୍ଞାନିକ ମାନଦଣ୍ଡ ଆଧାରିତ ଆୟୁର୍ବେଦ ଚିକିତ୍ସା ସେବାକୁ ଅଧିକ ସୁଲଭ ଓ ସୁଦୃଢ଼ କରିବା ଏହି ସମସ୍ତ ପଦକ୍ଷେପର ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।

 

Ayush Hospital Mukesh Mahaling ଡ. ମୁକେଶ ମହାଲିଙ୍ଗ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟିର ଜଳ ଭିତ୍ତିଭୂମି ମଞ୍ଜୁର

September 2, 2026

ଖୋର୍ଦ୍ଧା ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

September 2, 2026

ଡ଼ଇଁଚାରେ ମେଧାବୀ ଛାତ୍ରଛାତ୍ରୀମାନଙ୍କ ପ୍ରଶିକ୍ଷିଣ ଶିବିର

September 2, 2026

ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର

September 2, 2026
Latest News

ଓଡ଼ିଶାର ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟିର ଜଳ ଭିତ୍ତିଭୂମି ମଞ୍ଜୁର

September 2, 2026

ଖୋର୍ଦ୍ଧା ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

September 2, 2026

ଡ଼ଇଁଚାରେ ମେଧାବୀ ଛାତ୍ରଛାତ୍ରୀମାନଙ୍କ ପ୍ରଶିକ୍ଷିଣ ଶିବିର

September 2, 2026

ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର

September 2, 2026

ଦାବି ପୂରଣ ନ ହେଲେ ତୀବ୍ର ହେବ ଆନ୍ଦୋଳନ: ସରକାରଙ୍କ ଉପରେ ବର୍ଷିଲେ ଶିକ୍ଷକ ସମାଜ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.