Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହସ୍ପିଟାଲର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ
ଆଜିର ଖବର

ହସ୍ପିଟାଲର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ

August 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ରାଉରକେଲା ସହରର ଏକ ଘରୋଇ ହସ୍ପିଟାଲରେ ଘଟିଛି ଅଘଟଣ। ହସ୍ପିଟାଲର ୪ ମହଲାରୁ ଡେଇଁ ଜଣେ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ବାଇକ୍‌ ଦୁର୍ଘଟଣାରେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।

ତେବେ ଚିକିତ୍ସା ଚାଲିଥିବା ସମୟରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ଘଟଣା ପରେ ହସ୍ପିଟାଲ ପରିସରରେ ଚାଞ୍ଚଲ୍ୟ ଖେଳିଯାଇଛି।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରୋଗୀଙ୍କ ମୃତ୍ୟୁ ପଛରେ ପ୍ରକୃତ କାରଣ କ’ଣ ଏବଂ ଘଟଣା ସମୟରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା କିଭଳି ଥିଲା, ସେନେଇ ମଧ୍ୟ ତଦନ୍ତ କରାଯାଉଛି।

ଏହି ଘଟଣା ପରେ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସୁରକ୍ଷା ଓ ହସ୍ପିଟାଲ ପରିସରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି।

#accident #death hospital patient
Share. Facebook Twitter LinkedIn Email WhatsApp Copy Link

Related Posts

ବିପଦ ସଙ୍କେତ ଉପରେ ବୈତରଣୀ, ଜଳମଗ୍ନ ଯୋଡ଼ା-ବଡ଼ବିଲ

August 14, 2026

ପ୍ରବଳ ବର୍ଷା: ମୟୂରଭଞ୍ଜରେ ଆଜି ସବୁ ସ୍କୁଲ୍ ବନ୍ଦ

August 14, 2026

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026
Latest News

ହସ୍ପିଟାଲର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ

August 14, 2026

ବିପଦ ସଙ୍କେତ ଉପରେ ବୈତରଣୀ, ଜଳମଗ୍ନ ଯୋଡ଼ା-ବଡ଼ବିଲ

August 14, 2026

ପ୍ରବଳ ବର୍ଷା: ମୟୂରଭଞ୍ଜରେ ଆଜି ସବୁ ସ୍କୁଲ୍ ବନ୍ଦ

August 14, 2026

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.