Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା
ଆଜିର ଖବର

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
BSNL
BSNL Unveils ₹1 Freedom Offer for Independence-Day

ଭୁବନେଶ୍ୱର: ୮୦ତମ ସ୍ୱାଧୀନତା ଦିବସ ଅବସରରେ ଭାରତ ସଞ୍ଚାର ନିଗମ ଲିମିଟେଡ୍ (BSNL) ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଗ୍ରାହକଙ୍କ ପାଇଁ ନୂଆ ଡିଜିଟାଲ ପଦକ୍ଷେପ ଓ ସ୍ୱତନ୍ତ୍ର ଅଫର୍ ଘୋଷଣା କରିଛି। ‘୧ ଟଙ୍କା ଫ୍ରିଡମ୍ ଅଫର୍’ରେ ନୂଆ ଗ୍ରାହକଙ୍କୁ ପ୍ରତିଦିନ ୧ ଜିବି ଡାଟା, ୧୦୦ଟି SMS ଓ ଅସୀମିତ ଭଏସ୍ କଲ୍ ସୁବିଧା ମିଳିବ। ଏହି ଅଫର୍ ୧୨ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଉପଲବ୍ଧ ରହିବ।

ଓଡ଼ିଶାରେ ଡିବିଏନ୍ ଅନୁଦାନପ୍ରାପ୍ତ ପ୍ରକଳ୍ପ ଅଧୀନରେ ୧,୭୪୧ଟି ନୂଆ ୪ଜି ଟାୱାର ସ୍ଥାପନ କରାଯାଇ ୨,୪୮୭ଟି ଦୁର୍ଗମ ଗାଁକୁ ମୋବାଇଲ୍ ସେବା ଯୋଗାଇ ଦିଆଯାଇଛି। ଭାରତନେଟ୍ ମାଧ୍ୟମରେ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ହାଇସ୍ପିଡ୍ ଇଣ୍ଟରନେଟ୍ ସଂଯୋଗ ବିସ୍ତାର କରାଯାଉଛି। ସ୍କୁଲ ଓ ସ୍ୱାସ୍ଥ୍ୟକେନ୍ଦ୍ରକୁ FTTH ସେବା ଯୋଗାଣ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି।

bsnl Freedom Offer Independence Day
Share. Facebook Twitter LinkedIn Email WhatsApp Copy Link

Related Posts

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026
Latest News

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.