Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ
ଆଜିର ଖବର

ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ

August 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥ
ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର: ଲିଙ୍କ୍ ଟ୍ରେନ ବିଳମ୍ବ ହେବା କାରଣରୁ ଟ୍ରେନ ନମ୍ବର ୨୨୮୪୦ ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ୍ ୧୮ ଅଗଷ୍ଟ ୨୦୨୬ ତାରିଖରେ ବାତିଲ ରହିବ। ସେହିପରି, ଟ୍ରେନ ନମ୍ବର ୨୨୮୩୯ ରାଉରକେଲା–ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ମଧ୍ୟ ୧୮ ଅଗଷ୍ଟ ୨୦୨୬ ତାରିଖରେ ବାତିଲ ରହିବ।

ଯାତ୍ରୀମାନଙ୍କୁ ଟ୍ରେନ ଚଳାଚଳରେ ଏହି ପରିବର୍ତ୍ତନକୁ ଧ୍ୟାନରେ ରଖି ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ। ଟ୍ରେନ ସମ୍ବନ୍ଧୀୟ ଅପଡେଟ୍ ସୂଚନା ପାଇଁ, ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ‘ନ୍ୟାସନାଲ୍ ଟ୍ରେନ ଏନକ୍ୱାରୀ ସିଷ୍ଟମ୍’ (NTES) କୁ ଭିଜିଟ୍ କରନ୍ତୁ କିମ୍ବା ରେଳବାଇର ଅଫିସିଆଲ୍ ୱେବସାଇଟ ଯାଞ୍ଚ କରିପାରିବେ।

ଣ୍ଟରସିଟି ଏକ୍ସପ୍ରେସ୍ ଲିଙ୍କ୍ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

ଋଷ ସହିତ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ: ଜାଣନ୍ତୁ କାରଣ

August 17, 2026

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

August 17, 2026

ବର୍ଷା ରୁତୁ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 17, 2026
Latest News

ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ

August 17, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

ଋଷ ସହିତ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ: ଜାଣନ୍ତୁ କାରଣ

August 17, 2026

କେନ୍ଦ୍ରୀୟ ରାଜନୀତିକୁ ଆସିବେ ଫଡନାଭିସ୍?: ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ସ୍ପଷ୍ଟ ହେଲା ଚିତ୍ର

August 17, 2026

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.