Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଆଜିର ଖବର

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଦ୍ରକ: ବନ୍ୟା ପରିସ୍ଥିତିକୁ ନଜରରେ ରଖି ଭଦ୍ରକ ଜିଲ୍ଲାର ପ୍ରଭାବିତ ଅଞ୍ଚଳରେ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ୬ଟି ବ୍ଲକର ମୋଟ ୨୬୮ଟି ସ୍କୁଲ ବନ୍ଦ ରହିବ।

ବନ୍ତ ବ୍ଲକକୁ ବାଦ୍ ଦେଲେ ଅନ୍ୟ ୬ଟି ବ୍ଲକରେ ଥିବା ସମସ୍ତ ଚିହ୍ନିତ ସ୍କୁଲରେ ପାଠପଢ଼ା ବନ୍ଦ ରହିବ। ବନ୍ୟା ପାଣି ଓ ଯାତାୟାତ ସମସ୍ୟା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।

ସେହିପରି ବନ୍ୟା ପ୍ରଭାବିତ ଅଞ୍ଚଳରେ ୫୬୭ଟି ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ବନ୍ୟା ସ୍ଥିତିରେ ନଜର ରଖିବା ସହ ଆବଶ୍ୟକତା ଅନୁଯାୟୀ ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥାକୁ ମଧ୍ୟ ଜୋରଦାର କରାଯାଉଛି।

Flood Alert ସ୍କୁଲ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026
Latest News

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.