Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର ଓଡ଼ିଶାରେ ପୁଣି ବଢ଼ିବ ବର୍ଷା, ୨୨-୨୩ରେ ଲଘୁଚାପ ସମ୍ଭାବନା
ଆଜିର ଖବର

ଉତ୍ତର ଓଡ଼ିଶାରେ ପୁଣି ବଢ଼ିବ ବର୍ଷା, ୨୨-୨୩ରେ ଲଘୁଚାପ ସମ୍ଭାବନା

August 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଅଗଷ୍ଟ ୨୨ କିମ୍ବା ୨୩ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ତାରିଖରୁ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ବର୍ଷା ବଢ଼ିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ବର୍ତ୍ତମାନର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଝାଡ଼ଖଣ୍ଡ ଦେଇ ବିହାର ଆଡ଼କୁ ଯିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ରେଡ୍ ୱାର୍ଣ୍ଣିଂ ଏବଂ ବାଲେଶ୍ୱର ସମେତ ୮ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଗତ ୨୪ ଘଣ୍ଟାରେ ଭୋଗରାଇରେ ସର୍ବାଧିକ ୨୧୭ ମିମି ବର୍ଷା ରେକର୍ଡ ହୋଇଛି। କରଞ୍ଜିଆରେ ୧୬୪, କୁସୁମୀରେ ୧୪୪, କପ୍ତିପଦାରେ ୧୩୮ ଓ ଯଶିପୁରରେ ୧୩୫ ମିମି ବର୍ଷା ହୋଇଛି। ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତି ଉପରେ ପ୍ରଶାସନକୁ ନଜର ରଖିବାକୁ ସତର୍କ କରାଯାଇଛି।

ଉତ୍ତର ଓଡିଶା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026
Latest News

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026

ପରିବାର ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ, ହାଇକୋର୍ଟରେ ଛାଡ଼ପତ୍ର ମାମଲାର ନୂଆ ମୋଡ଼

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.