Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ
ଆଜିର ଖବର

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ
‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

ଭୁବନେଶ୍ୱର: ନିଶାମୁକ୍ତ ଭାରତ ଗଠନ ଦିଗରେ ଓମ୍ଫେଡ୍ ଏକ ପ୍ରଶଂସନୀୟ ପଦକ୍ଷେପ ନେଇଛି। ଆଜି ଭୁବନେଶ୍ୱର ସହିଦନଗରସ୍ଥିତ ଓମ୍ଫେଡ୍ ମୁଖ୍ୟାଳୟରେ ‘ନଶା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଏକ ସ୍ୱତନ୍ତ୍ର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓମ୍ଫେଡ୍‌ର ସମସ୍ତ ଅଧିକାରୀ ଓ କର୍ମଚାରୀ ଯୋଗଦେଇ ନିଶାଦ୍ରବ୍ୟର ଅପବ୍ୟବହାର ବିରୋଧରେ ଶପଥ ନେଇଥିଲେ। ନିଶାଦ୍ରବ୍ୟରୁ ଦୂରେଇ ରହିବା ସହ ଅନ୍ୟମାନଙ୍କୁ ମଧ୍ୟ ନିଶାର କୁପ୍ରଭାବ ସମ୍ପର୍କରେ ସଚେତନ କରିବାକୁ ସମସ୍ତେ ସଂକଳ୍ପ ନେଇଛନ୍ତି।

ସରକାରଙ୍କ ‘ନଶା ମୁକ୍ତ ଭାରତ ଅଭିଯାନ’ର ଲକ୍ଷ୍ୟକୁ ସୁଦୃଢ଼ କରିବା ଏବଂ ଏକ ସୁସ୍ଥ, ସୁରକ୍ଷିତ ଓ ନିଶାମୁକ୍ତ ସମାଜ ଗଠନ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବଢ଼ାଇବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଓମ୍ଫେଡ୍‌ର ଏହି ପଦକ୍ଷେପ ନିଶା ବିରୋଧୀ ସାମାଜିକ ସଚେତନତାକୁ ଆହୁରି ବ୍ୟାପକ କରିବ ବୋଲି କହିଛନ୍ତି ପରିଚାଳନା ନିର୍ଦେଶକ ବିଜୟ ଅମୃତା କୁଲାଙ୍ଗେ।

ଆଜି ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଡେପୁଟି ମ୍ୟାନେଜର (ବିତ୍ତ) ତାପଶ ରଂଜନ ମିଶ୍ର, ମାନବ ସମ୍ବଳ ମୁଖ୍ୟ ନିତ୍ୟଦର୍ଶନ ମିଶ୍ରଙ୍କ ସମେତ ବହୁ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ମାନବ ସମ୍ବଳ ମୁଖ୍ୟ ଶ୍ରୀ ମିଶ୍ର ସମସ୍ତଙ୍କୁ ନିଶାମୁକ୍ତ ଭାରତ ଗଠନର ଶପଥ ପାଠ କରାଇଥିଲେ।

ଓମ୍‌ଫେଡ୍‌ ନିଶାମୁକ୍ତ ଭାରତ ଅଭିଯାନ ବିଜୟ ଅମୃତା କୁଲାଙ୍ଗେ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026

ପୋଖରୀପୁଟ ଡିଏଭି ଛାତ୍ରୀଙ୍କ ଲିଖିତ ପୁସ୍ତକ ସୋଆ ପ୍ରତିଷ୍ଠାତା-ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚିତ

August 18, 2026

ତୃତୀୟ ଦିବସରେ ଅହୋରାତ୍ର ଧାରଣା: ଗାନ୍ଧିମାର୍ଗରେ ନ୍ୟାୟ ମାଗୁଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ

August 18, 2026

ନାଲକୋ ଏବଂ ଗବେଷଣା ପ୍ରତିଷ୍ଠାନମାନଙ୍କ ମଧ୍ୟରେ ସହଭାଗିତା

August 18, 2026
Latest News

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026

ପୋଖରୀପୁଟ ଡିଏଭି ଛାତ୍ରୀଙ୍କ ଲିଖିତ ପୁସ୍ତକ ସୋଆ ପ୍ରତିଷ୍ଠାତା-ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚିତ

August 18, 2026

ତୃତୀୟ ଦିବସରେ ଅହୋରାତ୍ର ଧାରଣା: ଗାନ୍ଧିମାର୍ଗରେ ନ୍ୟାୟ ମାଗୁଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ

August 18, 2026

ନାଲକୋ ଏବଂ ଗବେଷଣା ପ୍ରତିଷ୍ଠାନମାନଙ୍କ ମଧ୍ୟରେ ସହଭାଗିତା

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.