Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ
ଆଜିର ଖବର

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋରାପୁଟ: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଅଞ୍ଚଳରେ ଆଜି ସନ୍ଧ୍ୟାରେ ମୃଦୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସନ୍ଧ୍ୟା ପ୍ରାୟ ୮ଟା ୩୯ ମିନିଟ୍‌ ସମୟରେ ହଠାତ୍‌ କିଛି ସେକେଣ୍ଡ ପାଇଁ ଭୂମିକମ୍ପନ ଅନୁଭବ କରିଥିଲେ ଅଞ୍ଚଳବାସୀ।

ଭୂକମ୍ପର ଝଟକା ଅନୁଭୂତ ହେବା ପରେ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଥିଲା। ଅନେକ ଲୋକ ତୁରନ୍ତ ଘରୁ ବାହାରକୁ ଚାଲିଆସି ସୁରକ୍ଷିତ ସ୍ଥାନରେ ରହିଥିଲେ। ତେବେ ଭୂକମ୍ପ ଯୋଗୁଁ କୌଣସି ବଡ଼ଧରଣର କ୍ଷୟକ୍ଷତି କିମ୍ବା ଧନଜୀବନ ହାନି ହୋଇଥିବା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।

ଭୂକମ୍ପର ତୀବ୍ରତା କେତେ ଥିଲା ଏବଂ ଏହାର କେନ୍ଦ୍ରସ୍ଥଳ କେଉଁଠାରେ ଥିଲା, ସେନେଇ ଅଧିକାରିକ ସୂଚନାକୁ ଅପେକ୍ଷା କରାଯାଉଛି। ଘଟଣା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଏବେ ବି ଭୂକମ୍ପକୁ ନେଇ ଚର୍ଚ୍ଚା ଜାରି ରହିଛି।

ଭୂକମ୍ପ ଝଟକା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026

ପୋଖରୀପୁଟ ଡିଏଭି ଛାତ୍ରୀଙ୍କ ଲିଖିତ ପୁସ୍ତକ ସୋଆ ପ୍ରତିଷ୍ଠାତା-ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚିତ

August 18, 2026
Latest News

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.