Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ୍‌ ବିଶ୍ବ ଚାମ୍ପିୟନ୍‌ସିପ୍‌ : ଫାଇନାଲ୍‌ରେ ପିଭି ସିନ୍ଧୁ
ଆଜିର ଖବର

ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ୍‌ ବିଶ୍ବ ଚାମ୍ପିୟନ୍‌ସିପ୍‌ : ଫାଇନାଲ୍‌ରେ ପିଭି ସିନ୍ଧୁ

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ବ୍ୟାଡମିଣ୍ଟନ୍‌ ଷ୍ଟାର ପି ଭି ସିନ୍ଧୁ ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ୍‌ ବିଶ୍ବ ଚାମ୍ପିୟନ୍‌ସିପ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି । ସେମିଫାଇନାଲ୍‌ରେ ଚୀନ୍‌ର ୟୁଫେଇ ଚେନ୍‌ଙ୍କୁ ପରାସ୍ତ କରି କ୍ରମାଗତ ତୃତୀୟ ଥର ପାଇଁ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି ସିନ୍ଧୁ । ଶନିବାରର ଏହି ବିଜୟ ସହିତ ଚେନ୍‌ଙ୍କ ବିପକ୍ଷରେ ନିଜର ବିଜୟ ସଂଖ୍ୟା 8-5ରେ ପହଞ୍ଚାଇଛନ୍ତି ସିନ୍ଧୁ । ଶନିବାର ସିନ୍ଧୁ 21-7 ଏବଂ 21-14ର ସିଧାସଳଖ ସେଟ୍‌ରେ ଚେନ୍‌ଙ୍କୁ ପରାସ୍ତ କରିଥିଲେ । ପୂର୍ବ ଦୁଇ ସଂସ୍କରଣରେ ରୌପ୍ୟ ପଦକ ବିଜୟିନୀ ସିନ୍ଧୁ ଚଳିତ ଥର ଫାଇନାଲ୍‌ରେ ନୋଜୋମି ଓକୁହାରା ଏବଂ ରାଟ୍ଚାନୋକ୍‌ ଇଣ୍ଟାନୋନ୍‌ଙ୍କ ବିଜେତାଙ୍କୁ ଭେଟିବେ । ପ୍ରଥମ ସେଟ୍‌ଟି ସମ୍ପୂର୍ଣ୍ଣ ଏକ ପାଖିଆ ରହିଥିବା ବେଳେ ଦ୍ବିତୀୟ ସେଟ୍‌ଟିରେ ସିନ୍ଧୁ ଏକ ପାଖିଆ ବିଜୟୀ ହୋଇଥିବା ବେଳେ ଦ୍ବିତୀୟ ସେଟ୍‌ଟି କଡା ସଙ୍ଘର୍ଷପୂର୍ଣ୍ଣ ରହିଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସିନ୍ଧୁ ଦୁଇଟି ବ୍ରୋଞ୍ଜ ଏବଂ ଦୁଇଟି ରୌପ୍ୟ ପଦକ ହାସଲ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.