Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା
ଆଜିର ଖବର

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୩୦ ଦଫା ଦାବି ନେଇ ତିନି ଦିନ ଧରି ଆନ୍ଦୋଳନ କରୁଥିବା ଅନ୍‌ଲାଇନ୍‌ ଚାଳକଙ୍କ ଆନ୍ଦୋଳନ ଆଜି ଉଗ୍ର ରୂପ ନେଇଛି। ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ରାସ୍ତାରୋକକୁ ନେଇ ପୁଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ହାତାହାତି ସହ ଢେଲାପଥର ମାଡ଼ ହୋଇଥିଲା।

ଆନ୍ଦୋଳନକାରୀଙ୍କ ପଥରମାଡ଼ରେ ଆମ ବସ୍‌ ଓ ପୁଲିସ ଗାଡ଼ି ସମେତ ୧୫ରୁ ଅଧିକ ଗାଡ଼ି ଭାଙ୍ଗିଛି। ପୁଲିସ ଉପରେ ମଧ୍ୟ ପଥରମାଡ଼ ହୋଇଥିବା ବେଳେ କିଛି କର୍ମଚାରୀ ଆହତ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ପାଣିମାଡ଼ ଓ ଲାଠିଚାର୍ଜ କରିଥିଲା। ଏଥିରେ ୧୨ରୁ ଅଧିକ ଆନ୍ଦୋଳନକାରୀ ଆହତ ହୋଇଛନ୍ତି।

ପୁଲିସ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଥିବା ବେଳେ ଅନେକଙ୍କୁ ଗିରଫ କରିଛି। ଘଟଣାରେ ପିଡିପିପି ଆକ୍ଟ ଅନୁସାରେ ମାମଲା ରୁଜୁ ହୋଇଛି।

ଚାଳକଙ୍କ ଦାବି ନେଇ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଥିବା ପରିବହନ ମନ୍ତ୍ରୀ ବିଭୂତି ଜେନା କହିଥିବା ବେଳେ ଆଇନକୁ ହାତକୁ ନନେବାକୁ ଚେତାବନୀ ଦେଇଛନ୍ତି।

Online drivers protest ଅନ୍‌ଲାଇନ୍‌ ଚାଳକ ଆନ୍ଦୋଳନକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026

ଦନ୍ତାହାତୀ ଆକ୍ରମଣରେ ଚାଷୀ ମୃତ

September 9, 2026

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ

September 9, 2026

ଅବୁଧାବିରେ ଆଇଏଚ୍‌ସି, ଆଇବିପିଜି ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ: ଓଡ଼ିଶା ହେବ ‘ବିଶ୍ୱ ଶିଳ୍ପ କେନ୍ଦ୍ର’

September 9, 2026
Latest News

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026

ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଟପିଲା: ବଢ଼ିବ ପେଟ୍ରୋଲ, ଡିଜେଲ ଓ ଗ୍ୟାସ୍ ଦର !

September 9, 2026

ଦନ୍ତାହାତୀ ଆକ୍ରମଣରେ ଚାଷୀ ମୃତ

September 9, 2026

ସେୟାର ବଜାରରେ କମ୍ପନ: ୮୧୩ ପଏଣ୍ଟ ଖସିଲା ସେନ୍‌ସେକ୍ସ

September 9, 2026

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.