Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀର୍ଘ ଏକ ଦଶନ୍ଧି ପରେ ପ୍ରସ୍ଥାନମରେ ଏକାଠି ନଜର ଆସିବେ ସଞ୍ଜୟ-ମନୀଷା
ଆଜିର ଖବର

ଦୀର୍ଘ ଏକ ଦଶନ୍ଧି ପରେ ପ୍ରସ୍ଥାନମରେ ଏକାଠି ନଜର ଆସିବେ ସଞ୍ଜୟ-ମନୀଷା

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଏବଂ ମନୀଷା କୋଇରାଲା ଦୀର୍ଘ ଏକ ଦଶନ୍ଧି ପରେ ଏକତ୍ର ନଜର ଆସିବାକୁ ଯାଉଛନ୍ତି । ୨୦୧୦ର ତେଲୁଗୁ ବ୍ଲକ୍‌ବଷ୍ଟର ପ୍ରସ୍ଥାନମ୍‌ର ଅଫିସିଆଲ୍‌ ରିମେକ୍‌ରେ ଏହି ୯୦ ଦଶକର ସୁପରହିଟ୍‌ ଯୋଡି ଏକତ୍ର ନଜର ଆସିବେ । ଉଭୟ ଶେଷଥର ପାଇଁ ମେହବୁବାରେ ନଜର ଆସିଥିଲେ । ତେଲୁଗୁ ଫିଲ୍ମର ନିର୍ଦ୍ଦେଶକ ଦେବା କଟ୍ଟା ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି । ଫରହାଦ୍‌ ସାମ୍‌ଜୀ ଏହି ଫିଲ୍ମର କାହାଣୀ ଲେଖିଛନ୍ତି । ୨୦୧୦ରେ ଫିଲ୍ମଟି ନିର୍ମାଣ ହୋଇଥିବା ବେଳେ ବର୍ତ୍ତମାନର ପରସ୍ଥିତି ଅନୁଯାୟୀ କାହାଣୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ସଞ୍ଜୟ ଓ ମନୀଷାଙ୍କ ବ୍ୟତୀତ ଅଲୀ ଫଜଲ, ସତ୍ୟଜିତ୍‌ ଦୁବେ ପ୍ରମୁଖ ଭୂମିକାରେ ନଜର ଆସିବେ । ଫିଲ୍ମଟି ୨୦ସେପ୍ଟେମ୍ବରରେ ଦ ଜୋୟା ଫ୍ୟାକ୍ଟର ସହିତ ରିଲିଜ୍‌ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026
Latest News

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.