Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା
ଆଜିର ଖବର

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
IMS & SUM HOSPITAL-2 INTRODUCES ADVANCED MODIFIED ECT SERVICES FOR PSYCHIATRIC CARE
IMS & SUM HOSPITAL-2 INTRODUCES ADVANCED MODIFIED ECT SERVICES FOR PSYCHIATRIC CARE

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ମାନସିକ ରୋଗ ବିଭାଗ ପକ୍ଷରୁ ଅତ୍ୟାଧୁନିକ ମୋଡିଫାଏଡ୍ ଇଲେକ୍ଟ୍ରୋକନଭଲସିଭ୍ ଥେରାପି (ଇସିଟି) ସେବା ଆରମ୍ଭ କରାଯାଇଛି। ଏହା ଦ୍ୱାରା ଉନ୍ନତ ମାନସିକ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ ହୋଇପାରିବ।

ହସ୍ପିଟାଲ୍‌ରେ ସ୍କିଜୋଫ୍ରେନିଆରେ ପୀଡ଼ିତ ଜଣେ ରୋଗୀଙ୍କ ଉପରେ ସଫଳତାର ସହ ପ୍ରଥମ ମୋଡିଫାଏଡ୍ ଇସିଟି ପ୍ରୟୋଗ କରାଯିବା ସହ ଏହି ନୂତନ ସେବା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।

ଏହି ଅବସରରେ ମାନସିକ ରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଭବାନୀ ଶଙ୍କର କହିଛନ୍ତି ଯେ, ତୀବ୍ର ମାନସିକ ବିଭ୍ରାଟରେ ଥିବା ରୋଗୀଙ୍କ ପାଇଁ ମୋଡିଫାଏଡ୍ ଇସିଟି ଏକ ଅତ୍ୟନ୍ତ ପ୍ରଭାବଶାଳୀ ଓ ଗୁରୁତ୍ୱପୂର୍ଣ୍ଣ ଚିକିତ୍ସା ପଦ୍ଧତି । ପାରଂପରିକ ଇସିଟି ତୁଳନାରେ ମୋଡିଫାଏଡ୍ ଇସିଟି ସାଧାରଣ ନିଶ୍ଚେତନ ଓ ମାଂସପେଶୀ ଶିଥିଳକରଣ ମାଧ୍ୟମରେ କରାଯାଏ, ଯାହା ରୋଗୀଙ୍କ ସୁରକ୍ଷା ଓ ଆରାମକୁ ଅଧିକ ନିଶ୍ଚିତ କରିଥାଏ।

ଏହି ସେବାର ସଫଳ ଆରମ୍ଭ ପାଇଁ ମାନସିକ ରୋଗ ଓ ନିଶ୍ଚେତନ ବିଭାଗର ଟିମ୍‌ର ସମନ୍ୱିତ ପ୍ରୟାସକୁ ଡାକ୍ତର ଶଙ୍କର ପ୍ରଶଂସା କରିଥିଲେ। ଏଥିସହ ଆଇଏମ୍‌ଏସ୍ ଆଣ୍ଡ୍ ସମ୍ ହସ୍ପିଟାଲ୍‌-୨ର ଡିନ୍ ପ୍ରଫେସର (ଡାକ୍ତର) ସ୍ନିଗ୍ଧା ପ୍ରଭା ମିଶ୍ର ଓ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କାଙ୍କ ନିରନ୍ତର ସହଯୋଗ, ନେତୃତ୍ୱ ଓ ମାର୍ଗଦର୍ଶନ ପାଇଁ କୃତଜ୍ଞତା ଜଣାଇଥିଲେ।

ଏହି ଅବସରରେ ମାନସିକ ରୋଗ ବିଭାଗର ଆସୋସିଏଟ୍ ପ୍ରଫେସର (ଡାକ୍ତର)ଲଗ୍ନଜିତ୍ ଦାଶ କହିଥିଲେ ଯେ, ଏହି ୟୁନିଟ୍ ସଂପୂର୍ଣ୍ଣ ଭାବେ ସୁସଜ୍ଜିତ ହୋଇ କାର୍ଯ୍ୟକ୍ଷମ ହୋଇଛି। ଫଳରେ ଗୁରୁତର ମାନସିକ ରୋଗରେ ପୀଡ଼ିତ ରୋଗୀମାନଙ୍କୁ ଉନ୍ନତ ଚିକିତ୍ସା ଓ ତ୍ୱରିତ ଆରୋଗ୍ୟ ସୁବିଧା ପ୍ରଦାନ କରିବା ସମ୍ଭବ ବୋଲି ଡାକ୍ତର ଦାଶ କହିଥିଲେ।

ଆଇଏମ୍‌ଏସ୍ ଆଣ୍ଡ୍ ସମ୍ ହସ୍ପିଟାଲ କ୍ୟାମ୍ପସ-୨ ମାନସିକ ରୋଗ ଚିକିତ୍ସା ମୋଡିଫାଏଡ୍ ଇସିଟି ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକର ଦୁଇ କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

October 9, 2026

ବ୍ରହ୍ମପୁର ଲଜ୍‌ରେ ପୁଲିସ ଚଢ଼ାଉ: ୨ ଯୁବତୀ ଉଦ୍ଧାର, ମାଲିକ ଓ ଗ୍ରାହକଙ୍କୁ ଜେରା

October 9, 2026

ଛତିଶଗଡ଼ରେ ବିସ୍ଫୋରଣ, ୪ ସିଆରପିଏଫ୍‌ ଯବାନ ଆହତ

October 9, 2026

ପୁରୀର ବିକାଶ ପାଇଁ ଆଉ ୧୦୦.୮୩ କୋଟି ; ‘ଅବଢ଼ା’ ଯୋଜନାରେ ବଡ଼ ଅନୁଦାନ

October 9, 2026
Latest News

ଭଦ୍ରକର ଦୁଇ କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

October 9, 2026

ବ୍ରହ୍ମପୁର ଲଜ୍‌ରେ ପୁଲିସ ଚଢ଼ାଉ: ୨ ଯୁବତୀ ଉଦ୍ଧାର, ମାଲିକ ଓ ଗ୍ରାହକଙ୍କୁ ଜେରା

October 9, 2026

ଛତିଶଗଡ଼ରେ ବିସ୍ଫୋରଣ, ୪ ସିଆରପିଏଫ୍‌ ଯବାନ ଆହତ

October 9, 2026

ପୁରୀର ବିକାଶ ପାଇଁ ଆଉ ୧୦୦.୮୩ କୋଟି ; ‘ଅବଢ଼ା’ ଯୋଜନାରେ ବଡ଼ ଅନୁଦାନ

October 9, 2026

ଉପନିର୍ବାଚନ ଫଳାଫଳ: ନନ୍ଦିଗ୍ରାମରେ ବିଜେପି ଆଗୁଆ

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.