Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌
ଆଜିର ଖବର

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷରେ ଓଡ଼ିଶାର ଦୁଇଟି ମେଡିକାଲ କଲେଜରେ ୫୦ ଲେଖାଏଁ MBBS ସିଟ୍‌ ବୃଦ୍ଧି ପାଇଛି। ବୁର୍ଲା ଭିମ୍‌ସାର ଓ କଟକ ଡ୍ରିମ୍‌ସରେ ଏହି ବର୍ଦ୍ଧିତ ସିଟ୍‌ ଯୋଗ ହୋଇଛି। ଫଳରେ ରାଜ୍ୟର ୧୭ଟି ମେଡିକାଲ କଲେଜରେ ମୋଟ ୨୨୫୦ MBBS ସିଟ୍‌ ରହିଛି।

ସରକାରୀ ମେଡିକାଲ କଲେଜଗୁଡ଼ିକର ୧୮୫୦ ସିଟ୍‌ ମଧ୍ୟରୁ ୧୫% ସର୍ବଭାରତୀୟ କୋଟାରେ ଯିବ ଏବଂ ୮୫% ଅର୍ଥାତ୍‌ ୧୫୭୨ ସିଟ୍‌ରେ ଓଡ଼ିଶା ଛାତ୍ରଛାତ୍ରୀ ନାମ ଲେଖାଇବେ। ଘରୋଇ ମେଡିକାଲ କଲେଜରେ ମଧ୍ୟ ସିଟ୍‌ ସଂଖ୍ୟା ୪୦୦କୁ ବୃଦ୍ଧି ପାଇଛି।

ସର୍ବଭାରତୀୟ କୋଟା ବ୍ୟତୀତ ଅନ୍ୟ ସିଟ୍‌ ପାଇଁ ଓଜେଇଇ କାଉନସେଲିଂ କରୁଛି। ଚଳିତବର୍ଷ ୧୯୭୨ MBBS ସିଟ୍‌ ପାଇଁ କାଉନସେଲିଂ ହେବ। ରାଜ୍ୟସ୍ତରୀୟ ମେଧା ତାଲିକାରେ ୬,୨୧୭ NEET ରାଙ୍କଧାରୀ ସ୍ଥାନ ପାଇଛନ୍ତି।

ଅଗଷ୍ଟ ୨୨ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚଏସ୍‌ ଫିଲିଂ ହେବ। ଅଗଷ୍ଟ ୨୪ରେ ପ୍ରଥମ ପ୍ରୋଭିଜନାଲ ଆଲଟ୍‌ମେଣ୍ଟ ଏବଂ ୨୬ରେ ପ୍ରଥମ ରାଉଣ୍ଡ ଆଲଟ୍‌ମେଣ୍ଟ ହେବ। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୬ ମଧ୍ୟରେ ନାମଲେଖା ପ୍ରକ୍ରିୟା ଚାଲିବ।

burlavimsar medicalseat scb
Share. Facebook Twitter LinkedIn Email WhatsApp Copy Link

Related Posts

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026

ଝାନ୍ସୀସ୍ଥିତ CMLR ୱାର୍କସପ୍‌ ପକ୍ଷରୁ ମଡ୍ୟୁଲାର ବାୟୋ-ଟଏଲେଟ୍

August 20, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026
Latest News

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026

ଝାନ୍ସୀସ୍ଥିତ CMLR ୱାର୍କସପ୍‌ ପକ୍ଷରୁ ମଡ୍ୟୁଲାର ବାୟୋ-ଟଏଲେଟ୍

August 20, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.