Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା
ଆଜିର ଖବର

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଖରିଫ ଋତୁ ପାଇଁ ପଞ୍ଜୀକରଣ ଅବଧି ପୁଣି ବଢ଼ାଯାଇଛି। ଏବେ ଚାଷୀମାନେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଫସଲ ବୀମା ପାଇଁ ପଞ୍ଜୀକରଣ କରିପାରିବେ।

ଅଧିକରୁ ଅଧିକ ଯୋଗ୍ୟ ଚାଷୀଙ୍କୁ ଯୋଜନାରେ ସାମିଲ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର କେନ୍ଦ୍ରକୁ ଅବଧି ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଏହାକୁ ଗ୍ରହଣ କରି କେନ୍ଦ୍ର ସରକାର ପଞ୍ଜୀକରଣ ସମୟସୀମା ବଢ଼ାଇଛନ୍ତି।

ଫଳରେ ଯେଉଁ ଚାଷୀମାନେ ଏପର୍ଯ୍ୟନ୍ତ ଫସଲ ବୀମା ପଞ୍ଜୀକରଣ କରିନାହାନ୍ତି, ସେମାନଙ୍କୁ ଆଉ ଏକ ସୁଯୋଗ ମିଳିଛି। ଖରିଫ ଫସଲର ସମ୍ଭାବ୍ୟ କ୍ଷତିରୁ ଚାଷୀଙ୍କୁ ସୁରକ୍ଷା ଦେବା ସହ ଯୋଜନାର ଲାଭ ଅଧିକ ଚାଷୀଙ୍କ ନିକଟରେ ପହଞ୍ଚାଇବା ହେଉଛି ଏହି ଅବଧି ବୃଦ୍ଧିର ମୁଖ୍ୟ ଉଦ୍ଦେଶ୍ୟ।

ଫସଲ ବୀମା ପଞ୍ଜୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026
Latest News

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.