Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫସଲ ବୀମା ଯୋଜନାର ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି
ଆଜିର ଖବର

ଫସଲ ବୀମା ଯୋଜନାର ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି

August 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Fasal Bima Yojana Registration Extended to August 31
PM Fasal Bima Yojana Registration Extended to August 31

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଖରିଫ୍‌ ୨୦୨୬ ପାଇଁ ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଓଡ଼ିଶା ସରକାରଙ୍କ ଅନୁରୋଧକ୍ରମେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଏହି ସମୟସୀମା ବଢ଼ାଇଛି। ବର୍ଦ୍ଧିତ ଅବଧିରେ ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁବର୍ଣ୍ଣପୁର, ବରଗଡ଼, ଭଦ୍ରକ, ଗଜପତି, ଯାଜପୁର ଓ ଜଗତସିଂହପୁର ଜିଲ୍ଲାରେ କେବଳ ଋଣୀ ଚାଷୀ ପଞ୍ଜୀକରଣ କରିପାରିବେ।

ଅନ୍ୟ ଜିଲ୍ଲାଗୁଡ଼ିକରେ ସମସ୍ତ ଯୋଗ୍ୟ ଚାଷୀ ପଞ୍ଜୀକରଣ କରିପାରିବେ। ଧାନ, ମକା, ଚିନାବାଦାମ, ମାଣ୍ଡିଆ, କପା, ହରଡ଼, ଅଦା ଓ ହଳଦୀ ଭଳି ଫସଲ ବୀମାଭୁକ୍ତ ହେବ। ଚାଷୀଙ୍କ ଭାଗର ପ୍ରିମିୟମ୍‌ ରାଜ୍ୟ ସରକାର ବହନ କରିବେ। ଯୋଗ୍ୟ ଚାଷୀମାନେ PACS/LAMPCS, ବ୍ୟାଙ୍କ, ଜନସେବା କେନ୍ଦ୍ର କିମ୍ବା ଅନୁମୋଦିତ ଡିଜିଟାଲ୍‌ ପ୍ଲାଟଫର୍ମରେ ଅଗଷ୍ଟ ୩୧ ସୁଦ୍ଧା ପଞ୍ଜୀକରଣ କରିବାକୁ ସମବାୟ ବିଭାଗ ଅନୁରୋଧ କରିଛି।

Extended to August 31 PM Fasal Bima Yojana ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଖରିଫ୍‌ ୨୦୨୬ ପଞ୍ଜୀକରଣ ଅବଧି ଫସଲ ବୀମା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଇଣ୍ଡୋନେସିଆ ପୁସ୍ତକ ମେଳାରେ ଏକମାତ୍ର ଭାରତୀୟ ପ୍ରକାଶକ ଭାବେ ଯୋଗ ଦେବ ଓଡିଶାର ‘ପେନ୍ ଇନ୍ ବୁକ୍ସ’ 

September 10, 2026
Latest News

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026

କ୍ରେଡିଟ୍ କାର୍ଡରେ ଅତ୍ୟଧିକ ଖର୍ଚ୍ଚ କରୁଛନ୍ତି କି? CIBIL ସ୍କୋର ଉପରେ ପଡ଼ିପାରେ ପ୍ରଭାବ

September 10, 2026

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଲଗାତାର ୩୫ ମାସ ଧରି ଶୀର୍ଷ ସ୍ଥାନରେ ଭାରତ

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.